ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କଲେ 5T ସଚିବ ଭି.କେ ପାଣ୍ଡିଆନ

The Sakala Picture
Published On

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଆଜି ସକାଳୁ ସେ ପୁରୀ ଆସିଥିବା ବେଳେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ସେ ଉତ୍ତର ଦ୍ୱାର ନିକଟରେ ଜାରି ରହିଥିବା ପରିକ୍ରମା ପ୍ରକଳ୍ପର କାର୍ଯ୍ୟକୁ ଅନୁଧ୍ୟାନ ମଧ୍ୟ କରିଥିଲେ। ବାହାର ରାସ୍ତା କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନଙ୍କ ଠାରୁ ପଚାରି […]

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଆଜି ସକାଳୁ ସେ ପୁରୀ ଆସିଥିବା ବେଳେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ସେ ଉତ୍ତର ଦ୍ୱାର ନିକଟରେ ଜାରି ରହିଥିବା ପରିକ୍ରମା ପ୍ରକଳ୍ପର କାର୍ଯ୍ୟକୁ ଅନୁଧ୍ୟାନ ମଧ୍ୟ କରିଥିଲେ। ବାହାର ରାସ୍ତା କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନଙ୍କ ଠାରୁ ପଚାରି ବୁଝିଥିଲେ। 5ଟି ଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ସଚିବ ସୁଜାତା କାର୍ତ୍ତିକେୟାନ ପାଣ୍ଡିଆନ ମଧ୍ୟ ଆସିଥିବା ବେଳେ ମହାପ୍ରଭୁଙ୍କୁ ଦର୍ଶନ ସାରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

09 Sep 2023 By The Sakala

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କଲେ 5T ସଚିବ ଭି.କେ ପାଣ୍ଡିଆନ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଆଜି ସକାଳୁ ସେ ପୁରୀ ଆସିଥିବା ବେଳେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ସେ ଉତ୍ତର ଦ୍ୱାର ନିକଟରେ ଜାରି ରହିଥିବା ପରିକ୍ରମା ପ୍ରକଳ୍ପର କାର୍ଯ୍ୟକୁ ଅନୁଧ୍ୟାନ ମଧ୍ୟ କରିଥିଲେ। ବାହାର ରାସ୍ତା କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନଙ୍କ ଠାରୁ ପଚାରି ବୁଝିଥିଲେ। 5ଟି ଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ସଚିବ ସୁଜାତା କାର୍ତ୍ତିକେୟାନ ପାଣ୍ଡିଆନ ମଧ୍ୟ ଆସିଥିବା ବେଳେ ମହାପ୍ରଭୁଙ୍କୁ ଦର୍ଶନ ସାରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡ଼ିଛି।

https://www.thesakala.in/latest-odisha-news/5t-secretary-vk-pandian-visits-puri-srimandir/article-25255
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର