ଦଳୀୟ ଅନୁଶାସନ ଭାଙ୍ଗୁଛନ୍ତି ସୌମ୍ୟ, ଦଳରୁ ଇସ୍ତଫା ଦେଇ ସମ୍ପାଦକୀୟ ଲେଖନ୍ତୁ: ପ୍ରତାପ ଦେବ

The Sakala Picture
Published On

ଭୁବନେଶ୍ବର: ବିଜେଡିକୁ ବ୍ଲାକମେଲ କରୁଥିବା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ । ଗଣତାନ୍ତ୍ରିକ ପଦ୍ଧତିରେ ସମସ୍ତେ ନିଜ ନିଜର ମତ ରଖିପାରିବେ । ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ ଏବଂ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ଯାହାକୁ ବ୍ଲାକମେଲ ବୋଲି କୁହାଯାଏ । ସେ ଉଦ୍ଦେଶ୍ୟମୂଳକଭାବେ ଦଳ ବିରୋଧରେ ଲେଖୁଛନ୍ତି । ଯଦି କିଛି କହିବାର ଅଛି ତାହେଲେ ଦଳୀୟ ପ୍ଲାଟଫର୍ମରେ କୁହନ୍ତୁ । ଯଦି ଦଳ କଥା […]

ଭୁବନେଶ୍ବର: ବିଜେଡିକୁ ବ୍ଲାକମେଲ କରୁଥିବା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ । ଗଣତାନ୍ତ୍ରିକ ପଦ୍ଧତିରେ ସମସ୍ତେ ନିଜ ନିଜର ମତ ରଖିପାରିବେ । ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ ଏବଂ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ଯାହାକୁ ବ୍ଲାକମେଲ ବୋଲି କୁହାଯାଏ । ସେ ଉଦ୍ଦେଶ୍ୟମୂଳକଭାବେ ଦଳ ବିରୋଧରେ ଲେଖୁଛନ୍ତି । ଯଦି କିଛି କହିବାର ଅଛି ତାହେଲେ ଦଳୀୟ ପ୍ଲାଟଫର୍ମରେ କୁହନ୍ତୁ । ଯଦି ଦଳ କଥା ମାନୁନାହାନ୍ତି ତାହାଲେ ଦଳରୁ ଇସ୍ତଫା ଦେଇଦିଅନ୍ତୁ ଏବଂ ସମ୍ପାଦକୀୟ ଲେଖନ୍ତୁ ବୋଲି ସିଧାସଳଖ ଟାର୍ଗେଟ କରିଛନ୍ତି ମନ୍ତ୍ରୀ ପ୍ରତାପ ଦେବ ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

09 Sep 2023 By The Sakala

ଦଳୀୟ ଅନୁଶାସନ ଭାଙ୍ଗୁଛନ୍ତି ସୌମ୍ୟ, ଦଳରୁ ଇସ୍ତଫା ଦେଇ ସମ୍ପାଦକୀୟ ଲେଖନ୍ତୁ: ପ୍ରତାପ ଦେବ

ଭୁବନେଶ୍ବର: ବିଜେଡିକୁ ବ୍ଲାକମେଲ କରୁଥିବା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ । ଗଣତାନ୍ତ୍ରିକ ପଦ୍ଧତିରେ ସମସ୍ତେ ନିଜ ନିଜର ମତ ରଖିପାରିବେ । ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ ଏବଂ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ଯାହାକୁ ବ୍ଲାକମେଲ ବୋଲି କୁହାଯାଏ । ସେ ଉଦ୍ଦେଶ୍ୟମୂଳକଭାବେ ଦଳ ବିରୋଧରେ ଲେଖୁଛନ୍ତି । ଯଦି କିଛି କହିବାର ଅଛି ତାହେଲେ ଦଳୀୟ ପ୍ଲାଟଫର୍ମରେ କୁହନ୍ତୁ । ଯଦି ଦଳ କଥା ମାନୁନାହାନ୍ତି ତାହାଲେ ଦଳରୁ ଇସ୍ତଫା ଦେଇଦିଅନ୍ତୁ ଏବଂ ସମ୍ପାଦକୀୟ ଲେଖନ୍ତୁ ବୋଲି ସିଧାସଳଖ ଟାର୍ଗେଟ କରିଛନ୍ତି ମନ୍ତ୍ରୀ ପ୍ରତାପ ଦେବ ।

https://www.thesakala.in/latest-odisha-news/bjds-pratap-deb-target-soumya-ranjan-patnaik/article-25264
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର