ଛାତ୍ରଛାତ୍ରୀଙ୍କୁ 5T ସଚିବଙ୍କ ପରାମର୍ଶ: ଯେଉଁଠି ବି ଥାଅ, ଓଡ଼ିଶା ମାଟିର ସେବା କରିବାର ସୁଯୋଗ ମିଳିଲେ ହାତଛଡ଼ା କରନି

The Sakala Picture
Published On

ଭୁବନେଶ୍ବର: କେନ୍ଦୁଝର ଦକ୍ଷତା ବିକାଶ କେନ୍ଦ୍ରରେ ଆଜି ପ୍ରଥମ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କ ପ୍ରଶିକ୍ଷଣ ଆରମ୍ଭ ହୋଇଛି । ଆଜି ପ୍ରଥମ ଦିନରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଯେଉଁଠି ଥାଅ, ଓଡ଼ିଶା ମାଟିର ସେବା କରିବାର ସୁଯୋଗ ହାତଛଡ଼ା କରନି । କେନ୍ଦୁଝର ଦକ୍ଷତା ବିକାଶ କେନ୍ଦ୍ରର ପ୍ରଥମ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କୁ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଏହି ପରାମର୍ଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଫାଇଭ-ଟି ଉପକ୍ରମରେ ଓଡ଼ିଶା […]

ଭୁବନେଶ୍ବର: କେନ୍ଦୁଝର ଦକ୍ଷତା ବିକାଶ କେନ୍ଦ୍ରରେ ଆଜି ପ୍ରଥମ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କ ପ୍ରଶିକ୍ଷଣ ଆରମ୍ଭ ହୋଇଛି । ଆଜି ପ୍ରଥମ ଦିନରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଯେଉଁଠି ଥାଅ, ଓଡ଼ିଶା ମାଟିର ସେବା କରିବାର ସୁଯୋଗ ହାତଛଡ଼ା କରନି । କେନ୍ଦୁଝର ଦକ୍ଷତା ବିକାଶ କେନ୍ଦ୍ରର ପ୍ରଥମ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କୁ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଏହି ପରାମର୍ଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଫାଇଭ-ଟି ଉପକ୍ରମରେ ଓଡ଼ିଶା ଅପ୍-ସ୍କିଲିଂ ଓ ପ୍ଲେସମେଣ୍ଟ କାର୍ୟ୍ୟକ୍ରମରେ ସ୍କିଲ ସେଣ୍ଟର ଆରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ପ୍ରଶିକ୍ଷଣ ପରେ ଆଇଟି କ୍ଷେତ୍ରରେ ରାଜ୍ୟର ଯୁବପିଢ଼ିଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଟେକ୍‌ ମହିନ୍ଦ୍ରା ଲିମିଟେଡ୍ ସହଯୋଗରେ ପ୍ରଶିକ୍ଷଣ ଆରମ୍ଭ ହୋଇଥିବା ବେଳେ ସହଯୋଗୀ ଭାବେ ଟାଟା ଷ୍ଟିଲ ରହିଛି । ସମ୍ପୂର୍ଣ୍ଣ ମାଗଣାରେ ପ୍ରଶିକ୍ଷଣ ସହ ମାଗଣା ଲଜିଂ, ବୋର୍ଡିଂ ଓ ପରିବହନ ବ୍ୟବସ୍ଥା ରହିଛି । ପ୍ରଥମ ବ୍ୟାଚରେ ସାରା ଓଡ଼ିଶାରୁ ୧୮୦ ଜଣ ଛାତ୍ରଛାତ୍ରୀ ପ୍ରଶିକ୍ଷଣ ନେଉଛନ୍ତି । ପ୍ରଶିକ୍ଷଣ ପରେ ଶତ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ସଫ୍ଟୱେର ଇଂଜିନିୟର ଭାବେ ନିଯୁକ୍ତି ଦେବାକୁ ଟେକ୍‌ ମହିନ୍ଦ୍ରା କମ୍ପାନୀ ପ୍ରତିଶ୍ରୁତି ଦେଇଛି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

11 Sep 2023 By The Sakala

ଛାତ୍ରଛାତ୍ରୀଙ୍କୁ 5T ସଚିବଙ୍କ ପରାମର୍ଶ: ଯେଉଁଠି ବି ଥାଅ, ଓଡ଼ିଶା ମାଟିର ସେବା କରିବାର ସୁଯୋଗ ମିଳିଲେ ହାତଛଡ଼ା କରନି

ଭୁବନେଶ୍ବର: କେନ୍ଦୁଝର ଦକ୍ଷତା ବିକାଶ କେନ୍ଦ୍ରରେ ଆଜି ପ୍ରଥମ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କ ପ୍ରଶିକ୍ଷଣ ଆରମ୍ଭ ହୋଇଛି । ଆଜି ପ୍ରଥମ ଦିନରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଯେଉଁଠି ଥାଅ, ଓଡ଼ିଶା ମାଟିର ସେବା କରିବାର ସୁଯୋଗ ହାତଛଡ଼ା କରନି । କେନ୍ଦୁଝର ଦକ୍ଷତା ବିକାଶ କେନ୍ଦ୍ରର ପ୍ରଥମ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କୁ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଏହି ପରାମର୍ଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଫାଇଭ-ଟି ଉପକ୍ରମରେ ଓଡ଼ିଶା ଅପ୍-ସ୍କିଲିଂ ଓ ପ୍ଲେସମେଣ୍ଟ କାର୍ୟ୍ୟକ୍ରମରେ ସ୍କିଲ ସେଣ୍ଟର ଆରମ୍ଭ ହୋଇଛି ।

ପ୍ରଶିକ୍ଷଣ ପରେ ଆଇଟି କ୍ଷେତ୍ରରେ ରାଜ୍ୟର ଯୁବପିଢ଼ିଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଟେକ୍‌ ମହିନ୍ଦ୍ରା ଲିମିଟେଡ୍ ସହଯୋଗରେ ପ୍ରଶିକ୍ଷଣ ଆରମ୍ଭ ହୋଇଥିବା ବେଳେ ସହଯୋଗୀ ଭାବେ ଟାଟା ଷ୍ଟିଲ ରହିଛି । ସମ୍ପୂର୍ଣ୍ଣ ମାଗଣାରେ ପ୍ରଶିକ୍ଷଣ ସହ ମାଗଣା ଲଜିଂ, ବୋର୍ଡିଂ ଓ ପରିବହନ ବ୍ୟବସ୍ଥା ରହିଛି । ପ୍ରଥମ ବ୍ୟାଚରେ ସାରା ଓଡ଼ିଶାରୁ ୧୮୦ ଜଣ ଛାତ୍ରଛାତ୍ରୀ ପ୍ରଶିକ୍ଷଣ ନେଉଛନ୍ତି । ପ୍ରଶିକ୍ଷଣ ପରେ ଶତ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ସଫ୍ଟୱେର ଇଂଜିନିୟର ଭାବେ ନିଯୁକ୍ତି ଦେବାକୁ ଟେକ୍‌ ମହିନ୍ଦ୍ରା କମ୍ପାନୀ ପ୍ରତିଶ୍ରୁତି ଦେଇଛି ।

https://www.thesakala.in/latest-odisha-news/training-for-first-batch-students-starts-at-skill-development-centre-in-keonjhar/article-25328
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର