ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ମହାନଦୀ, ମା’ ଭଟ୍ଟାରିକାଙ୍କ ମନ୍ଦିରର ଗର୍ଭଗୃହରେ ପଶିଲା ବନ୍ୟାପାଣି

The Sakala Picture
Published On

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଆଜି ସକାଳ ୮ଟା ସୁଦ୍ଧା ମୁଣ୍ଡଳୀ ବ୍ୟାରେଜ ଦେଇ ୬ ଲକ୍ଷ ୪୯ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ନରାଜ ଦେଇ ନିଷ୍କାସିତ ହେଉଛି ୩ ଲକ୍ଷ ୧୬ହଜାର ଜଳ। ଯୋବ୍ରା ବ୍ୟାରେଜ ଦେଇ ୨ଲକ୍ଷ ୭୯ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି | ହୀରାକୁଦ ଜଳଭଣ୍ଡାରର ଏ ଯାଏଁ ମୋଟ ୨୨ଟି ଗେଟ୍ ଖୋଲାଯାଇଛି। ଅନ୍ୟପଟେ ଆଠଗଡ ବଡମ୍ବା ମା’ […]

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଆଜି ସକାଳ ୮ଟା ସୁଦ୍ଧା ମୁଣ୍ଡଳୀ ବ୍ୟାରେଜ ଦେଇ ୬ ଲକ୍ଷ ୪୯ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ନରାଜ ଦେଇ ନିଷ୍କାସିତ ହେଉଛି ୩ ଲକ୍ଷ ୧୬ହଜାର ଜଳ। ଯୋବ୍ରା ବ୍ୟାରେଜ ଦେଇ ୨ଲକ୍ଷ ୭୯ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି |

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

ହୀରାକୁଦ ଜଳଭଣ୍ଡାରର ଏ ଯାଏଁ ମୋଟ ୨୨ଟି ଗେଟ୍ ଖୋଲାଯାଇଛି। ଅନ୍ୟପଟେ ଆଠଗଡ ବଡମ୍ବା ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ମହାନଦୀ ବନ୍ୟା ଜଳ । ମହାନଦୀରେ ଜଳସ୍ତର ବଢିଥିବା ବେଳେ ଚଳିତ ବର୍ଷର ଦ୍ୱିତୀୟ ଥର ପାଇଁ ବନ୍ୟା ଜଳ ମନ୍ଦିରରେ ପଶିଛି । ମନ୍ଦିର ଭିତରେ ୩ ଫୁଟ ଉଚ୍ଚର ଜଳ ଲହଡି ମାରୁଛି । ବନ୍ୟାପାଣି ପଶିବା ପରେ ମାଆ ଭଟ୍ଟାରିକାଙ୍କୁ ପାହାଡ଼ ଉପରେ ଥିବା ଅସ୍ଥାୟୀ ପୂଜା ସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

16 Sep 2023 By The Sakala

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ମହାନଦୀ, ମା’ ଭଟ୍ଟାରିକାଙ୍କ ମନ୍ଦିରର ଗର୍ଭଗୃହରେ ପଶିଲା ବନ୍ୟାପାଣି

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଆଜି ସକାଳ ୮ଟା ସୁଦ୍ଧା ମୁଣ୍ଡଳୀ ବ୍ୟାରେଜ ଦେଇ ୬ ଲକ୍ଷ ୪୯ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ନରାଜ ଦେଇ ନିଷ୍କାସିତ ହେଉଛି ୩ ଲକ୍ଷ ୧୬ହଜାର ଜଳ। ଯୋବ୍ରା ବ୍ୟାରେଜ ଦେଇ ୨ଲକ୍ଷ ୭୯ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି |

ହୀରାକୁଦ ଜଳଭଣ୍ଡାରର ଏ ଯାଏଁ ମୋଟ ୨୨ଟି ଗେଟ୍ ଖୋଲାଯାଇଛି। ଅନ୍ୟପଟେ ଆଠଗଡ ବଡମ୍ବା ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ମହାନଦୀ ବନ୍ୟା ଜଳ । ମହାନଦୀରେ ଜଳସ୍ତର ବଢିଥିବା ବେଳେ ଚଳିତ ବର୍ଷର ଦ୍ୱିତୀୟ ଥର ପାଇଁ ବନ୍ୟା ଜଳ ମନ୍ଦିରରେ ପଶିଛି । ମନ୍ଦିର ଭିତରେ ୩ ଫୁଟ ଉଚ୍ଚର ଜଳ ଲହଡି ମାରୁଛି । ବନ୍ୟାପାଣି ପଶିବା ପରେ ମାଆ ଭଟ୍ଟାରିକାଙ୍କୁ ପାହାଡ଼ ଉପରେ ଥିବା ଅସ୍ଥାୟୀ ପୂଜା ସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର