ଗୋଟିଏ ପରିବାରର ମା’ ଓ ଦୁଇ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ

The Sakala Picture
Published On

ଆସିକା: ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଗଞ୍ଜାମ ଜିଲ୍ଲା ଶେରଗଡ ଶ୍ରୀରାମ ନଗରରେ ଦେଖିବାକୁ ମିଳିଛି। ଘର ଭିତରୁ ମା’  ଓ ୨ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ରାତିରେ ଖାଇ ପିଇ ସୋଇଥିଲେ ମା’ ଓ ଦୁଇ ପୁଅ । ଆଜି ସକାଳେ ତିନି ଜଣଙ୍କ ମୃତ୍ୟୁ ଘଟିଛି। ମା’ଙ୍କ ନାମ ସାବିତ୍ରୀ ସାହୁ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଶେରଗଡ ଗ୍ରାମରେ ମହାତ୍ମାଗାନ୍ଧି ଉଚ୍ଚ ବିଦ୍ୟାଳୟରେ […]

ଆସିକା: ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଗଞ୍ଜାମ ଜିଲ୍ଲା ଶେରଗଡ ଶ୍ରୀରାମ ନଗରରେ ଦେଖିବାକୁ ମିଳିଛି। ଘର ଭିତରୁ ମା’  ଓ ୨ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ରାତିରେ ଖାଇ ପିଇ ସୋଇଥିଲେ ମା’ ଓ ଦୁଇ ପୁଅ । ଆଜି ସକାଳେ ତିନି ଜଣଙ୍କ ମୃତ୍ୟୁ ଘଟିଛି। ମା’ଙ୍କ ନାମ ସାବିତ୍ରୀ ସାହୁ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

ସୂଚନା ଅନୁଯାୟୀ, ଶେରଗଡ ଗ୍ରାମରେ ମହାତ୍ମାଗାନ୍ଧି ଉଚ୍ଚ ବିଦ୍ୟାଳୟରେ ଶିକ୍ଷୟତ୍ରୀ ଥିଲେ ସାବିତ୍ରୀ ସାହୁ। ସେ ବାଇପାସ ସ୍ଥିତ ଏକ ଭଡ଼ା ଘରେ ରହୁଥିଲେ। ସକାଳୁ ସାବିତ୍ରୀ ଓ ତାଙ୍କର ଦୁଇ ପୁଅଙ୍କୁ ଅଚେତ ଅବସ୍ଥାରେ ଶେରଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା । ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ। ତିନି ଜଣଙ୍କ ମୃତ୍ୟୁ ସନ୍ଦେହ ଘେରରେ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟୁର କାରଣ ଜଣାପଡି ନାହିଁ।

ଆହୁରି ପଢ଼ନ୍ତୁ: ରଥଯାତ୍ରା ପରିଚାଳନାରେ ସରକାର ଅସମର୍ଥ, ଦଳାଚକଟା ଘଟଣାକୁ ଚାପି ଦେବାକୁ ହୋଇଛି ଉଦ୍ୟମ: ବିଜେଡି

18 Sep 2023 By The Sakala

ଗୋଟିଏ ପରିବାରର ମା’ ଓ ଦୁଇ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ

ଆସିକା: ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଗଞ୍ଜାମ ଜିଲ୍ଲା ଶେରଗଡ ଶ୍ରୀରାମ ନଗରରେ ଦେଖିବାକୁ ମିଳିଛି। ଘର ଭିତରୁ ମା’  ଓ ୨ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ରାତିରେ ଖାଇ ପିଇ ସୋଇଥିଲେ ମା’ ଓ ଦୁଇ ପୁଅ । ଆଜି ସକାଳେ ତିନି ଜଣଙ୍କ ମୃତ୍ୟୁ ଘଟିଛି। ମା’ଙ୍କ ନାମ ସାବିତ୍ରୀ ସାହୁ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଶେରଗଡ ଗ୍ରାମରେ ମହାତ୍ମାଗାନ୍ଧି ଉଚ୍ଚ ବିଦ୍ୟାଳୟରେ ଶିକ୍ଷୟତ୍ରୀ ଥିଲେ ସାବିତ୍ରୀ ସାହୁ। ସେ ବାଇପାସ ସ୍ଥିତ ଏକ ଭଡ଼ା ଘରେ ରହୁଥିଲେ। ସକାଳୁ ସାବିତ୍ରୀ ଓ ତାଙ୍କର ଦୁଇ ପୁଅଙ୍କୁ ଅଚେତ ଅବସ୍ଥାରେ ଶେରଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା । ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ। ତିନି ଜଣଙ୍କ ମୃତ୍ୟୁ ସନ୍ଦେହ ଘେରରେ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟୁର କାରଣ ଜଣାପଡି ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର