ରାଜ୍ୟରେ କରୋନା ନେଲା ଆଉ ୩୭ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୭ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିଭଳି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା , […]
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୭ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିଭଳି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା , ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।