ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜଷ୍ଟିସ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ଦାୟିତ୍ବ

The Sakala Picture
Published On

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। ଆସନ୍ତା ମାସ ୪ ତାରିଖରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର ଗ୍ରହଣ କରିବାକୁ ଯାଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ଷଡ଼ଙ୍ଗୀ କାର୍ଯ୍ୟଭାର ତୁଲାଇବେ। ଏନେଇ ଶୁକ୍ରବାର କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଜଷ୍ଟିସ ଷଡ଼ଙ୍ଗୀ ଆସନ୍ତା ମାସ ୪ ତାରିଖରେ ଶପଥ ନେବେ ବୋଲି ଜଣାପଡ଼ିଛି। ନୟାଗଡ଼ […]

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। ଆସନ୍ତା ମାସ ୪ ତାରିଖରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର ଗ୍ରହଣ କରିବାକୁ ଯାଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ଷଡ଼ଙ୍ଗୀ କାର୍ଯ୍ୟଭାର ତୁଲାଇବେ। ଏନେଇ ଶୁକ୍ରବାର କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

ଜଷ୍ଟିସ ଷଡ଼ଙ୍ଗୀ ଆସନ୍ତା ମାସ ୪ ତାରିଖରେ ଶପଥ ନେବେ ବୋଲି ଜଣାପଡ଼ିଛି। ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ଜନ୍ମ ଗ୍ରହଣ କରିଥିବା ଜଷ୍ଟିସ୍‌ ଷଡ଼ଙ୍ଗୀ ଭୁବନେଶ୍ବର ବିଜେବି କଲେଜରୁ ସ୍ନାତକ ଡିଗ୍ରୀ ହାସଲ କରିବା ପରେ କଟକ ମଧୁସୂଦନ ଲ’ କଲେଜରୁ ଏଲ୍‌ଏଲ୍‌ବି ଏବଂ ଏଲ୍‌ଏଲ୍‌ଏମ୍‌ ପାସ୍‌ କରିଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ପିଏଚ୍‌ଡି ଡିଗ୍ରୀ ହାସଲ ପରେ ୧୯୮୫ରେ ହାଇକୋର୍ଟ ବାର୍‌ ଆସୋସିଏସନ୍‌ରେ କାର୍ଯ୍ୟ ଆରମ୍ଭ କରିଥିଲେ।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ ରଣେନ୍ଦ୍ର; କହିଲେ, ‘ଦୁଇ ବର୍ଷରେ ୫୦ ନିଷ୍ପତ୍ତିରେ ସରକାରଙ୍କ ୟୁ-ଟର୍ଣ୍ଣ’

30 Sep 2023 By The Sakala

ଜଷ୍ଟିସ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ଦାୟିତ୍ବ

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। ଆସନ୍ତା ମାସ ୪ ତାରିଖରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର ଗ୍ରହଣ କରିବାକୁ ଯାଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ଷଡ଼ଙ୍ଗୀ କାର୍ଯ୍ୟଭାର ତୁଲାଇବେ। ଏନେଇ ଶୁକ୍ରବାର କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଜଷ୍ଟିସ ଷଡ଼ଙ୍ଗୀ ଆସନ୍ତା ମାସ ୪ ତାରିଖରେ ଶପଥ ନେବେ ବୋଲି ଜଣାପଡ଼ିଛି। ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ଜନ୍ମ ଗ୍ରହଣ କରିଥିବା ଜଷ୍ଟିସ୍‌ ଷଡ଼ଙ୍ଗୀ ଭୁବନେଶ୍ବର ବିଜେବି କଲେଜରୁ ସ୍ନାତକ ଡିଗ୍ରୀ ହାସଲ କରିବା ପରେ କଟକ ମଧୁସୂଦନ ଲ’ କଲେଜରୁ ଏଲ୍‌ଏଲ୍‌ବି ଏବଂ ଏଲ୍‌ଏଲ୍‌ଏମ୍‌ ପାସ୍‌ କରିଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ପିଏଚ୍‌ଡି ଡିଗ୍ରୀ ହାସଲ ପରେ ୧୯୮୫ରେ ହାଇକୋର୍ଟ ବାର୍‌ ଆସୋସିଏସନ୍‌ରେ କାର୍ଯ୍ୟ ଆରମ୍ଭ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର