ରାଜ୍ୟରେ କରୋନା ନେଲା ଆଉ ୪୦ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୪୦ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଆଜି ୫ ରହିଥିବା ବେଳେ । ସେହିଭଳି ଝାରସୁଗୁଡ଼ାରୁ 4, ରାୟଗଡ଼ାରୁ ୩, ଦେବଗଡ଼, ସମ୍ବଲପୁର, ନବରଙ୍ଗପୁରରୁ ୨ ଲେଖାଏଁ ,ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖାଏଁ ରୋଗୀ ୨୪ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୪୦ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଆଜି ୫ ରହିଥିବା ବେଳେ । ସେହିଭଳି ଝାରସୁଗୁଡ଼ାରୁ 4, ରାୟଗଡ଼ାରୁ ୩, ଦେବଗଡ଼, ସମ୍ବଲପୁର, ନବରଙ୍ଗପୁରରୁ ୨ ଲେଖାଏଁ ,ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖାଏଁ ରୋଗୀ ୨୪ ଘଣ୍ଟା ମଧ୍ୟରେ ଆଖି ବୁଜିଛନ୍ତି।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

02 Jun 2021 By The Sakala

ରାଜ୍ୟରେ କରୋନା ନେଲା ଆଉ ୪୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୪୦ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଆଜି ୫ ରହିଥିବା ବେଳେ । ସେହିଭଳି ଝାରସୁଗୁଡ଼ାରୁ 4, ରାୟଗଡ଼ାରୁ ୩, ଦେବଗଡ଼, ସମ୍ବଲପୁର, ନବରଙ୍ଗପୁରରୁ ୨ ଲେଖାଏଁ ,ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖାଏଁ ରୋଗୀ ୨୪ ଘଣ୍ଟା ମଧ୍ୟରେ ଆଖି ବୁଜିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର