ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ

The Sakala Picture
Published On

ରାୟପୁର : ଓଡିଶା ଛତିଶଗଡ଼ ସୀମା ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ଜଣ ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ଜଣେ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ସହିଦ ଦୁଇ ଜଣ ଯବାନ ହେଉଛନ୍ତି ନାରାୟଣପୁରର ଡି. ଆର.ଜି ଯବାନ କନେର ଉସେଣ୍ଡି ଓ ତାମିଲନଡୁର ଆଇ.ଟି.ବି.ପି ଯବାନ ଏନ୍. ବାଲାଚାମି। ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେସ ବାଘେଲ। ସୂଚନା ଅନୁଯାୟୀ, […]

ରାୟପୁର : ଓଡିଶା ଛତିଶଗଡ଼ ସୀମା ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ଜଣ ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ଜଣେ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ସହିଦ ଦୁଇ ଜଣ ଯବାନ ହେଉଛନ୍ତି ନାରାୟଣପୁରର ଡି. ଆର.ଜି ଯବାନ କନେର ଉସେଣ୍ଡି ଓ ତାମିଲନଡୁର ଆଇ.ଟି.ବି.ପି ଯବାନ ଏନ୍. ବାଲାଚାମି। ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେସ ବାଘେଲ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ସ୍କୁଲ ପ୍ରଧାନ ଶିକ୍ଷକ, ବକେୟା ଦରମା ବିଲ୍ କରାଇବାକୁ ନେଉଥିଲେ ୫୦୦୦ ଲାଞ୍ଚ

ସୂଚନା ଅନୁଯାୟୀ, ନାରାୟଣପୁର ଓ ସୋନପୁର ରାସ୍ତାରେ ଯବାନମାନେ କମ୍ବିଂ ଅପରେସନ କରୁଥିବା ବେଳେ ମାଓବାଦୀ ମାନେ ଏକ ଶକ୍ତିଶାଳୀ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଥିଲେ। ଘଟଣାସ୍ଥଳରେ ହିଁ ଦୁଇ ଯବାନ ସହିଦ ହୋଇଥିବା ବେଳେ ଜଣେ ଯବାନ ଗୁରୁତର ହୋଇଥିଲେ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ

25 Feb 2021 By The Sakala

ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ

ରାୟପୁର : ଓଡିଶା ଛତିଶଗଡ଼ ସୀମା ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ଜଣ ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ଜଣେ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ସହିଦ ଦୁଇ ଜଣ ଯବାନ ହେଉଛନ୍ତି ନାରାୟଣପୁରର ଡି. ଆର.ଜି ଯବାନ କନେର ଉସେଣ୍ଡି ଓ ତାମିଲନଡୁର ଆଇ.ଟି.ବି.ପି ଯବାନ ଏନ୍. ବାଲାଚାମି। ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେସ ବାଘେଲ।

ସୂଚନା ଅନୁଯାୟୀ, ନାରାୟଣପୁର ଓ ସୋନପୁର ରାସ୍ତାରେ ଯବାନମାନେ କମ୍ବିଂ ଅପରେସନ କରୁଥିବା ବେଳେ ମାଓବାଦୀ ମାନେ ଏକ ଶକ୍ତିଶାଳୀ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଥିଲେ। ଘଟଣାସ୍ଥଳରେ ହିଁ ଦୁଇ ଯବାନ ସହିଦ ହୋଇଥିବା ବେଳେ ଜଣେ ଯବାନ ଗୁରୁତର ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର