ସରିଲା ବିଧାନସଭାର ମୌସୁମୀ ଅଧିବେଶନ, ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍

The Sakala Picture
Published On

ଭୁବନେଶ୍ବର: ସରିଲା ବିଧାନସଭାର ମୌସୁମୀ ଅଧିବେଶନ। ବିରୋଧୀଙ୍କ ଅସହଯୋଗ ଯୋଗୁଁ ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ । ଶେଷ ଦିନରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ । ୨୮ ହଜାର ୨୦୦ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାର ସିକୃତି ଲାଭ କରିଛି । ଅଧିବେଶନ କାଳରେ ଅନ୍ୟ ଗୁରୁତ୍ବପୂର୍ଣ୍ଣ ୧୨ଟି ବିଲ୍‌ ଆଲୋଚନା ହୋଇ ପାରିତ ହୋଇଛି। କିନ୍ତୁ ବିରୋଧୀଙ୍କ ଅସହଯୋଗ ଓ ହଟ୍ଟଗୋଳ ଯୋଗୁଁ ଗୋଟିଏ ବି ମୁଲତବୀ ପ୍ରସ୍ତାବ […]

ଭୁବନେଶ୍ବର: ସରିଲା ବିଧାନସଭାର ମୌସୁମୀ ଅଧିବେଶନ। ବିରୋଧୀଙ୍କ ଅସହଯୋଗ ଯୋଗୁଁ ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ । ଶେଷ ଦିନରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ । ୨୮ ହଜାର ୨୦୦ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାର ସିକୃତି ଲାଭ କରିଛି । ଅଧିବେଶନ କାଳରେ ଅନ୍ୟ ଗୁରୁତ୍ବପୂର୍ଣ୍ଣ ୧୨ଟି ବିଲ୍‌ ଆଲୋଚନା ହୋଇ ପାରିତ ହୋଇଛି। କିନ୍ତୁ ବିରୋଧୀଙ୍କ ଅସହଯୋଗ ଓ ହଟ୍ଟଗୋଳ ଯୋଗୁଁ ଗୋଟିଏ ବି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରିନି । ଅନେକ ଜନସ୍ବାର୍ଥ୍ୟ ପ୍ରସଙ୍ଗରେ ବିଧାନସଭାରେ ଆଲୋଚନା ହୋଇଥିବାରୁ ବାଚସ୍ପତି, ଉପବାଚସ୍ପତି ଓ ଅନ୍ୟ ସଦସ୍ୟ ମାନଙ୍କୁ ଧନ୍ୟବାଦ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ବିଲ, ଓଡ଼ିଶା ଚକବନ୍ଦୀ ଓ ଭୂମିର ବିଭକ୍ତିକରଣ ନିବାରଣ ବିଲ୍‌, ନିଷ୍ଟ ଓ ସିଲିକନ ଏକକ ବିଶ୍ବବିଦ୍ୟାଳୟ ବିଲ୍‌, ଏସସି ଏସଟି ସଂଶୋଧନ ବିଲ୍‌, ଓଡ଼ିଶା ଜିଏସଟି ସଂଶୋଧନ ବିଲ୍‌, ଭୂଅର୍ଜନ ପୁର୍ନବାସ ଓ ଥଇଥାନ ସଂଶୋଧନ ବିଲ୍‌, ପଛୁଆ ବର୍ଗ ଆୟୋଗ ସଂଶୋଧନ ବିଲ୍‌ ଭଳି ୧୨ଟି ବିଲ୍‌ ପାରିତ ହୋଇଛି।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

03 Oct 2023 By The Sakala

ସରିଲା ବିଧାନସଭାର ମୌସୁମୀ ଅଧିବେଶନ, ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍

ଭୁବନେଶ୍ବର: ସରିଲା ବିଧାନସଭାର ମୌସୁମୀ ଅଧିବେଶନ। ବିରୋଧୀଙ୍କ ଅସହଯୋଗ ଯୋଗୁଁ ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ । ଶେଷ ଦିନରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ । ୨୮ ହଜାର ୨୦୦ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାର ସିକୃତି ଲାଭ କରିଛି । ଅଧିବେଶନ କାଳରେ ଅନ୍ୟ ଗୁରୁତ୍ବପୂର୍ଣ୍ଣ ୧୨ଟି ବିଲ୍‌ ଆଲୋଚନା ହୋଇ ପାରିତ ହୋଇଛି। କିନ୍ତୁ ବିରୋଧୀଙ୍କ ଅସହଯୋଗ ଓ ହଟ୍ଟଗୋଳ ଯୋଗୁଁ ଗୋଟିଏ ବି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରିନି । ଅନେକ ଜନସ୍ବାର୍ଥ୍ୟ ପ୍ରସଙ୍ଗରେ ବିଧାନସଭାରେ ଆଲୋଚନା ହୋଇଥିବାରୁ ବାଚସ୍ପତି, ଉପବାଚସ୍ପତି ଓ ଅନ୍ୟ ସଦସ୍ୟ ମାନଙ୍କୁ ଧନ୍ୟବାଦ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ବିଲ, ଓଡ଼ିଶା ଚକବନ୍ଦୀ ଓ ଭୂମିର ବିଭକ୍ତିକରଣ ନିବାରଣ ବିଲ୍‌, ନିଷ୍ଟ ଓ ସିଲିକନ ଏକକ ବିଶ୍ବବିଦ୍ୟାଳୟ ବିଲ୍‌, ଏସସି ଏସଟି ସଂଶୋଧନ ବିଲ୍‌, ଓଡ଼ିଶା ଜିଏସଟି ସଂଶୋଧନ ବିଲ୍‌, ଭୂଅର୍ଜନ ପୁର୍ନବାସ ଓ ଥଇଥାନ ସଂଶୋଧନ ବିଲ୍‌, ପଛୁଆ ବର୍ଗ ଆୟୋଗ ସଂଶୋଧନ ବିଲ୍‌ ଭଳି ୧୨ଟି ବିଲ୍‌ ପାରିତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର