ତିନି ରଥ ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡି

The Sakala Picture
Published On

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ରଥଖଳା ଚଳଚଞ୍ଚଳ ରହିଛି। ରଥଖଳାରେ ଜୋରସୋରରେ ଚାଲିଛି ନିର୍ମାଣ କାମ। ଏହାରି ଭିତରେ ଆଜି ପୁରୀରେ ତିନି ରଥ ପାଇଁ ଆବଶ୍ୟକ ଦଉଡ଼ି ପହଞ୍ଚିଛି । ରାଜ୍ୟ କତା ନିଗମରୁ ୨୦ଟି ଦଉଡ଼ି ଆସିଛି । ୩ ଟି ରଥର ୧୪ଟି ଦଉଡି ଓ ୬ଟି କର୍ଡନ ଦଉଡି ପୁରୀରେ ପହଞ୍ଚିଛି । ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା। ଏହାକୁ ଦୃଷ୍ଟିରେ ରଖି ରଥଖଳା ଓ ନରେନ୍ଦ୍ର ପୁଷ୍କରିଣୀ ଚାରିପଟରେ […]

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ରଥଖଳା ଚଳଚଞ୍ଚଳ ରହିଛି। ରଥଖଳାରେ ଜୋରସୋରରେ ଚାଲିଛି ନିର୍ମାଣ କାମ। ଏହାରି ଭିତରେ ଆଜି ପୁରୀରେ ତିନି ରଥ ପାଇଁ ଆବଶ୍ୟକ ଦଉଡ଼ି ପହଞ୍ଚିଛି । ରାଜ୍ୟ କତା ନିଗମରୁ ୨୦ଟି ଦଉଡ଼ି ଆସିଛି । ୩ ଟି ରଥର ୧୪ଟି ଦଉଡି ଓ ୬ଟି କର୍ଡନ ଦଉଡି ପୁରୀରେ ପହଞ୍ଚିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମହାନଦୀ ନର୍ଦ୍ଦର୍ଣ୍ଣ ଡିଭିଜନ୍‌ର ଅଧୀକ୍ଷଣ ଯନ୍ତ୍ରୀ, ୨୧.୮୮ ଲକ୍ଷ ଟଙ୍କା ଜବତ

ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା। ଏହାକୁ ଦୃଷ୍ଟିରେ ରଖି ରଥଖଳା ଓ ନରେନ୍ଦ୍ର ପୁଷ୍କରିଣୀ ଚାରିପଟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ଏଥିପାଇଁ ୫ ପ୍ଲାଟୁନ୍ ଫୋର୍ସ ମୁତୟନ ରହିବେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର