ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ, ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ଫେରିଯିବ ମୌସୁମୀ

The Sakala Picture
Published On

ଭୁବନେଶ୍ବର: ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ଫେରିଯିବ ମୌସୁମୀ । ୮ ଦିନ ବିଳମ୍ବରେ ଆସିଲା, ୫ ଦିନ ପୂର୍ବରୁ ଫେରିଯିବ ମୌସୁମୀ । ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ରହିଥିବାରୁ ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ମୌସୁମୀ ଫେରିଯିବା ନେଇ ଆକଳନ କରାଯାଇଛି । ଉତ୍ତର ପଶ୍ଚିମ ଦିଗରୁ ବହୁଛି ଶୁଷ୍କ ବାୟୁ । ବାୟୁମଣ୍ଡଳରୁ କମୁଛି ଜଳୀୟବାଷ୍ପର ପରିମାଣ । ଏହାସହ ଉତ୍ତର ପଶ୍ଚିମ ଭାରତରେ ସକ୍ରିୟ ରହିଛି ଗୁରୁଚାପ ବଳୟ […]

ଭୁବନେଶ୍ବର: ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ଫେରିଯିବ ମୌସୁମୀ । ୮ ଦିନ ବିଳମ୍ବରେ ଆସିଲା, ୫ ଦିନ ପୂର୍ବରୁ ଫେରିଯିବ ମୌସୁମୀ । ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ରହିଥିବାରୁ ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ମୌସୁମୀ ଫେରିଯିବା ନେଇ ଆକଳନ କରାଯାଇଛି । ଉତ୍ତର ପଶ୍ଚିମ ଦିଗରୁ ବହୁଛି ଶୁଷ୍କ ବାୟୁ । ବାୟୁମଣ୍ଡଳରୁ କମୁଛି ଜଳୀୟବାଷ୍ପର ପରିମାଣ । ଏହାସହ ଉତ୍ତର ପଶ୍ଚିମ ଭାରତରେ ସକ୍ରିୟ ରହିଛି ଗୁରୁଚାପ ବଳୟ । ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜସ୍ଥାନ, ଗୁଜୁରାଟ, ହରିଆନା, ପଞ୍ଜାବ ସମେତ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ଜାମ୍ମୁ-କାଶ୍ମୀରର କେତେକ ଅଞ୍ଚଳରୁ ସମ୍ପୂର୍ଣ୍ଣ ରୂପରେ ଅପସାରଣ ହୋଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ପ୍ରତିବାଦ ପରେ ସ୍ଥଗିତ ରହିଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

07 Oct 2023 By The Sakala

ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ, ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ଫେରିଯିବ ମୌସୁମୀ

ଭୁବନେଶ୍ବର: ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ଫେରିଯିବ ମୌସୁମୀ । ୮ ଦିନ ବିଳମ୍ବରେ ଆସିଲା, ୫ ଦିନ ପୂର୍ବରୁ ଫେରିଯିବ ମୌସୁମୀ । ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ରହିଥିବାରୁ ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ମୌସୁମୀ ଫେରିଯିବା ନେଇ ଆକଳନ କରାଯାଇଛି । ଉତ୍ତର ପଶ୍ଚିମ ଦିଗରୁ ବହୁଛି ଶୁଷ୍କ ବାୟୁ । ବାୟୁମଣ୍ଡଳରୁ କମୁଛି ଜଳୀୟବାଷ୍ପର ପରିମାଣ । ଏହାସହ ଉତ୍ତର ପଶ୍ଚିମ ଭାରତରେ ସକ୍ରିୟ ରହିଛି ଗୁରୁଚାପ ବଳୟ । ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜସ୍ଥାନ, ଗୁଜୁରାଟ, ହରିଆନା, ପଞ୍ଜାବ ସମେତ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ଜାମ୍ମୁ-କାଶ୍ମୀରର କେତେକ ଅଞ୍ଚଳରୁ ସମ୍ପୂର୍ଣ୍ଣ ରୂପରେ ଅପସାରଣ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର