ଓଡ଼ିଆ ହକି ହିରୋ ଅମିତ ରୋହିଦାସଙ୍କ ପାଇଁ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଓଡ଼ିଆ ହକି ହିରୋ ଅମିତ ରୋହିଦାସଙ୍କୁ ଦେଢ଼ କୋଟି ତାଙ୍କ ପୁରସ୍କାର । ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସୀୟ ହକି କ୍ରୀଡାରେ ସ୍ୱର୍ଣ୍ଣ ପଦକ ବିଜୟୀ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏସିଆନ ଗେମ୍ସରେ ଜାପାନକୁ ୫-୧ ଗୋଲରେ ହରାଇ ଗୋଲ୍ଡ ମେଡାଲ ହାତେଇଛି ପୁରୁଷ ହକି ଟିମ୍ । ଜାପାନକୁ ହରାଇ ଭାରତୀୟ ଦଳ ଇତିହାସ ରଚିବା ସହ ପ୍ୟାରିସ ଅଲିମ୍ପିକ ପାଇଁ ଯୋଗ୍ୟତା […]

ଭୁବନେଶ୍ବର: ଓଡ଼ିଆ ହକି ହିରୋ ଅମିତ ରୋହିଦାସଙ୍କୁ ଦେଢ଼ କୋଟି ତାଙ୍କ ପୁରସ୍କାର । ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସୀୟ ହକି କ୍ରୀଡାରେ ସ୍ୱର୍ଣ୍ଣ ପଦକ ବିଜୟୀ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏସିଆନ ଗେମ୍ସରେ ଜାପାନକୁ ୫-୧ ଗୋଲରେ ହରାଇ ଗୋଲ୍ଡ ମେଡାଲ ହାତେଇଛି ପୁରୁଷ ହକି ଟିମ୍ । ଜାପାନକୁ ହରାଇ ଭାରତୀୟ ଦଳ ଇତିହାସ ରଚିବା ସହ ପ୍ୟାରିସ ଅଲିମ୍ପିକ ପାଇଁ ଯୋଗ୍ୟତା ମଧ୍ୟ ହାସଲ କରିଛି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଗତକାଲି ଖେଳାଯାଇଥିବା ଏସିଆନ୍‌ ଗେମ୍ସ ୨୦୨୩ର ହକିରେ ସ୍ବର୍ଣ୍ଣ ପଦକ ଜିତିଛି ଭାରତ। ଫାଇନାଲରେ ଟିମ୍‌ ଇଣ୍ଡିଆ ଫାଇନାଲରେ ଗତଥରର ଏସିଆନ ଚାମ୍ପିୟନ ଜାପାନକୁ ୫-୧ରେ ହରାଇ ବିଜୟୀ ହୋଇଛି। ଏହି ମ୍ୟାଚର ତୃତୀୟ କ୍ୱାର୍ଟରରେ ଅମିତ ରୋହିଦାସ ୩ନଂ ଗୋଲ ଦେଇଥିଲେ । ଭାରତ ପକ୍ଷରୁ କ୍ୟାପଟେନ ହରମନପ୍ରୀତ ସିଂ ଦୁଇଟି ଗୋଲ୍ ସ୍କୋର କରିଥିବା ବେଳେ ମନପ୍ରୀତ ସିଂ, ଅଭିଷେକ ଓ ଓଡ଼ିଆ ପୁଅ ଅମିତ ରୋହିଦାସ ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ । ଏହି ସ୍ୱର୍ଣ୍ଣ ସହ ଭାରତୀୟ ପୁରୁଷ ହକି ଦଳ ଏସୀୟ କ୍ରୀଡ଼ାରେ ଚତୁର୍ଥ ଥର ପାଇଁ ସ୍ୱର୍ଣ୍ଣ ପଦକ ଜିତିଛି। ଏହା ପୂର୍ବରୁ ଭାରତ ୧୯୬୬, ୧୯୯୮ ଏବଂ ୨୦୧୪ ସଂସ୍କରଣରେ ସ୍ୱର୍ଣ୍ଣ ଜିତିଥିଲା । ୧୯୫୮ ଠାରୁ ଏସୀୟ କ୍ରୀଡ଼ାରେ ହକି ସାମିଲ ହେବା ପରଠାରୁ ଭାରତ ଏଯାବତ୍ ୧୬ଟି ପଦକ ଜିତିଛି । ଏଥିମଧ୍ୟରେ ୪ଟି ସ୍ୱର୍ଣ୍ଣ, ୯ ରୌପ୍ୟ ଏବଂ ୩ଟି ବ୍ରୋଞ୍ଜ ପଦକ ରହିଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

07 Oct 2023 By The Sakala

ଓଡ଼ିଆ ହକି ହିରୋ ଅମିତ ରୋହିଦାସଙ୍କ ପାଇଁ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଆ ହକି ହିରୋ ଅମିତ ରୋହିଦାସଙ୍କୁ ଦେଢ଼ କୋଟି ତାଙ୍କ ପୁରସ୍କାର । ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସୀୟ ହକି କ୍ରୀଡାରେ ସ୍ୱର୍ଣ୍ଣ ପଦକ ବିଜୟୀ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏସିଆନ ଗେମ୍ସରେ ଜାପାନକୁ ୫-୧ ଗୋଲରେ ହରାଇ ଗୋଲ୍ଡ ମେଡାଲ ହାତେଇଛି ପୁରୁଷ ହକି ଟିମ୍ । ଜାପାନକୁ ହରାଇ ଭାରତୀୟ ଦଳ ଇତିହାସ ରଚିବା ସହ ପ୍ୟାରିସ ଅଲିମ୍ପିକ ପାଇଁ ଯୋଗ୍ୟତା ମଧ୍ୟ ହାସଲ କରିଛି ।

ଗତକାଲି ଖେଳାଯାଇଥିବା ଏସିଆନ୍‌ ଗେମ୍ସ ୨୦୨୩ର ହକିରେ ସ୍ବର୍ଣ୍ଣ ପଦକ ଜିତିଛି ଭାରତ। ଫାଇନାଲରେ ଟିମ୍‌ ଇଣ୍ଡିଆ ଫାଇନାଲରେ ଗତଥରର ଏସିଆନ ଚାମ୍ପିୟନ ଜାପାନକୁ ୫-୧ରେ ହରାଇ ବିଜୟୀ ହୋଇଛି। ଏହି ମ୍ୟାଚର ତୃତୀୟ କ୍ୱାର୍ଟରରେ ଅମିତ ରୋହିଦାସ ୩ନଂ ଗୋଲ ଦେଇଥିଲେ । ଭାରତ ପକ୍ଷରୁ କ୍ୟାପଟେନ ହରମନପ୍ରୀତ ସିଂ ଦୁଇଟି ଗୋଲ୍ ସ୍କୋର କରିଥିବା ବେଳେ ମନପ୍ରୀତ ସିଂ, ଅଭିଷେକ ଓ ଓଡ଼ିଆ ପୁଅ ଅମିତ ରୋହିଦାସ ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ । ଏହି ସ୍ୱର୍ଣ୍ଣ ସହ ଭାରତୀୟ ପୁରୁଷ ହକି ଦଳ ଏସୀୟ କ୍ରୀଡ଼ାରେ ଚତୁର୍ଥ ଥର ପାଇଁ ସ୍ୱର୍ଣ୍ଣ ପଦକ ଜିତିଛି। ଏହା ପୂର୍ବରୁ ଭାରତ ୧୯୬୬, ୧୯୯୮ ଏବଂ ୨୦୧୪ ସଂସ୍କରଣରେ ସ୍ୱର୍ଣ୍ଣ ଜିତିଥିଲା । ୧୯୫୮ ଠାରୁ ଏସୀୟ କ୍ରୀଡ଼ାରେ ହକି ସାମିଲ ହେବା ପରଠାରୁ ଭାରତ ଏଯାବତ୍ ୧୬ଟି ପଦକ ଜିତିଛି । ଏଥିମଧ୍ୟରେ ୪ଟି ସ୍ୱର୍ଣ୍ଣ, ୯ ରୌପ୍ୟ ଏବଂ ୩ଟି ବ୍ରୋଞ୍ଜ ପଦକ ରହିଛି ।

https://www.thesakala.in/latest-odisha-news/cm-naveen-patnaik-announces-rs-1-5-crore-award-for-odia-hockey-player-amit-rohidas/article-26158
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର