ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ବର: ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ । ତାଙ୍କର ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ତାଙ୍କ ଭାଇ ତଥା ପୂର୍ବତନ ଡିଜିପି ବିପିନ ବିହାରୀ ମିଶ୍ର । ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ଆଜି ସକାଳ ୭ଟା ୨୨ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୮ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି।  ସେ ଡେଙ୍ଗୁରେ ଆକ୍ରନ୍ତ ହୋଇ ଚିକିତ୍ସାଧିନ ଥିଲେ। ୧୯୫୯ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ ଅଫିସର ଶରତ ମିଶ୍ର । ଦୀର୍ଘଦିନ […]

ଭୁବନେଶ୍ବର: ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ । ତାଙ୍କର ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ତାଙ୍କ ଭାଇ ତଥା ପୂର୍ବତନ ଡିଜିପି ବିପିନ ବିହାରୀ ମିଶ୍ର । ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ଆଜି ସକାଳ ୭ଟା ୨୨ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୮ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି।  ସେ ଡେଙ୍ଗୁରେ ଆକ୍ରନ୍ତ ହୋଇ ଚିକିତ୍ସାଧିନ ଥିଲେ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୮ରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ

୧୯୫୯ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ ଅଫିସର ଶରତ ମିଶ୍ର । ଦୀର୍ଘଦିନ ଧରି RAW ପାଇଁ ମଧ୍ୟ ସେ କାମ କରିଥିଲେ। ଅବସର ପରେ ସାହିତ୍ୟ ଓ ଲେଖାଲେଖିକୁ ଆପଣାଇଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ ଶରତ ଚନ୍ଦ୍ର ମିଶ୍ର।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର