ଭିଡିଓ ଜରିଆରେ ବର୍ଷାଙ୍କୁ ଅନୁରୋଧ କଲେ ଅନୁଭବ, ଛାଡପତ୍ରକୁ ସ୍ବୀକାର କରିବାକୁ କଲେ ନିବେଦନ

The Sakala Picture
Published On

ଭୁବନେଶ୍ବର: ପୁଣି ଥରେ ଅନୁଭବ ବର୍ଷାଙ୍କ ପାଇଁ ଭାବବିହ୍ୱଳ ପୋଷ୍ଟ କରିଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କ ଉଦ୍ଦେଶ୍ୟରେ ସାଂସଦ ତଥା ସ୍ବାମୀ ଅନୁଭବ ମହାନ୍ତି ନୂଆ ଭିଡିଓ ଛାଡିଛନ୍ତି। ଅନୁଭବ କହିଛନ୍ତି ଯେ, ଆମେ ରାତିରେ ଶୋଇ ପାରୁନୁ । ଆମ ପରିବାର ଶୋଇ ପାରୁନି । ବାପା, ମାଆ ଓ ପରିବାର ମୋ ପାଇଁ ସବୁ କିଛି । ତାଙ୍କ ବାପାଙ୍କ ଦେହ ବହୁତ ଅସୁସ୍ଥ ଅଛି। ଭଲ ମଣିଷ ହିସାବରେ ଛାଡପତ୍ରକୁ ସ୍ବୀକାର କରନ୍ତୁ । […]

ଭୁବନେଶ୍ବର: ପୁଣି ଥରେ ଅନୁଭବ ବର୍ଷାଙ୍କ ପାଇଁ ଭାବବିହ୍ୱଳ ପୋଷ୍ଟ କରିଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କ ଉଦ୍ଦେଶ୍ୟରେ ସାଂସଦ ତଥା ସ୍ବାମୀ ଅନୁଭବ ମହାନ୍ତି ନୂଆ ଭିଡିଓ ଛାଡିଛନ୍ତି।

ଆହୁରି ପଢ଼ନ୍ତୁ: ଜେଲ୍‌ରେ ପଡ଼ିଲା ହାତଗଣ୍ଠି, ଜୀବନସାଥୀ ହେଲେ ଦୁଇ ବିଚାରାଧୀନ କଏଦୀ

ଅନୁଭବ କହିଛନ୍ତି ଯେ, ଆମେ ରାତିରେ ଶୋଇ ପାରୁନୁ । ଆମ ପରିବାର ଶୋଇ ପାରୁନି । ବାପା, ମାଆ ଓ ପରିବାର ମୋ ପାଇଁ ସବୁ କିଛି । ତାଙ୍କ ବାପାଙ୍କ ଦେହ ବହୁତ ଅସୁସ୍ଥ ଅଛି। ଭଲ ମଣିଷ ହିସାବରେ ଛାଡପତ୍ରକୁ ସ୍ବୀକାର କରନ୍ତୁ । ଶାନ୍ତିଶୃଙ୍ଖଳାରେ ମିଳିମିଶି ଅଲଗା ହୋଇଯିବା ବୋଲି ବର୍ଷାକୁ ଅନୁରୋଧ କରିଛନ୍ତି ଅନୁଭବ। ପୁରୁଣା କଥାକୁ ପୁଣି ଥରେ ଦୋହରାଇଛନ୍ତି । ଅନୁଭବ କହିଛନ୍ତି, ଯାହାବି କାରଣ ହେଉ ଆମ ବିବାହ ବିଫଳ ହୋଇଛି। ସ୍ବାମୀ-ସ୍ତ୍ରୀ ହୋଇ ରହିପାରିଲେ ନାହିଁ । ବିଛେଦ ପରେ ଆମେ କଣ ଭଲ ବନ୍ଧୁ ହୋଇ ରହିବା ବୋଲି ବର୍ଷା ପ୍ରିୟଦର୍ଶିନୀଙ୍କୁ ଭିଡିଓରେ ଅନୁରୋଧ କରିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

10 Oct 2023 By The Sakala

ଭିଡିଓ ଜରିଆରେ ବର୍ଷାଙ୍କୁ ଅନୁରୋଧ କଲେ ଅନୁଭବ, ଛାଡପତ୍ରକୁ ସ୍ବୀକାର କରିବାକୁ କଲେ ନିବେଦନ

ଭୁବନେଶ୍ବର: ପୁଣି ଥରେ ଅନୁଭବ ବର୍ଷାଙ୍କ ପାଇଁ ଭାବବିହ୍ୱଳ ପୋଷ୍ଟ କରିଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କ ଉଦ୍ଦେଶ୍ୟରେ ସାଂସଦ ତଥା ସ୍ବାମୀ ଅନୁଭବ ମହାନ୍ତି ନୂଆ ଭିଡିଓ ଛାଡିଛନ୍ତି।

ଅନୁଭବ କହିଛନ୍ତି ଯେ, ଆମେ ରାତିରେ ଶୋଇ ପାରୁନୁ । ଆମ ପରିବାର ଶୋଇ ପାରୁନି । ବାପା, ମାଆ ଓ ପରିବାର ମୋ ପାଇଁ ସବୁ କିଛି । ତାଙ୍କ ବାପାଙ୍କ ଦେହ ବହୁତ ଅସୁସ୍ଥ ଅଛି। ଭଲ ମଣିଷ ହିସାବରେ ଛାଡପତ୍ରକୁ ସ୍ବୀକାର କରନ୍ତୁ । ଶାନ୍ତିଶୃଙ୍ଖଳାରେ ମିଳିମିଶି ଅଲଗା ହୋଇଯିବା ବୋଲି ବର୍ଷାକୁ ଅନୁରୋଧ କରିଛନ୍ତି ଅନୁଭବ। ପୁରୁଣା କଥାକୁ ପୁଣି ଥରେ ଦୋହରାଇଛନ୍ତି । ଅନୁଭବ କହିଛନ୍ତି, ଯାହାବି କାରଣ ହେଉ ଆମ ବିବାହ ବିଫଳ ହୋଇଛି। ସ୍ବାମୀ-ସ୍ତ୍ରୀ ହୋଇ ରହିପାରିଲେ ନାହିଁ । ବିଛେଦ ପରେ ଆମେ କଣ ଭଲ ବନ୍ଧୁ ହୋଇ ରହିବା ବୋଲି ବର୍ଷା ପ୍ରିୟଦର୍ଶିନୀଙ୍କୁ ଭିଡିଓରେ ଅନୁରୋଧ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର