ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ବର୍ଷାରେ ଭିଜିବ ଦଶହରା

The Sakala Picture
Published On

ଭୁବନେଶ୍ୱର: ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ୨୨ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩ ଦିନ ଯାଏ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନ ଧରି ରାଜ୍ୟର […]

ଭୁବନେଶ୍ୱର: ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ୨୨ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩ ଦିନ ଯାଏ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ ।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ୨୨ରେ ଉପକୂଳ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ୨୪ ତାରିଖରେ ମଧ୍ୟ ଉପକୂଳ ସମେତ ଅନ୍ୟ ଜିଲ୍ଲାରେ ବି ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

21 Oct 2023 By The Sakala

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ବର୍ଷାରେ ଭିଜିବ ଦଶହରା

ଭୁବନେଶ୍ୱର: ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ୨୨ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩ ଦିନ ଯାଏ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ ।

ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ୨୨ରେ ଉପକୂଳ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ୨୪ ତାରିଖରେ ମଧ୍ୟ ଉପକୂଳ ସମେତ ଅନ୍ୟ ଜିଲ୍ଲାରେ ବି ବର୍ଷା ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର