ଅଧିକ କରୋନା ସଂକ୍ରମିତ ବାହାରୁଥିବା ୫ଟି ଜିଲ୍ଲାରେ କୋଭିଡ ବେଡ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ କାମୁଛି କରୋନା ଗ୍ରାଫ । ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ କମିଥିଲେ ମଧ୍ୟ ବିପଦ ଏବେବି ଟଳି ନାହିଁ। ଦ୍ୱିତୀୟ ଲହରୀରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ଲକ୍‌ଡାଉନ କାରଣରୁ ଏବେ ୮ ହଜାର ତଳେ ରହିଛି କରୋନାର ଦୈନିକ ସଂକ୍ରମଣ। ଆଗକୁ କରୋନା ସ୍ଥିତିକୁ ଲକ୍ଷ କରି ୫ଟି ଜିଲ୍ଲାରେ କୋଭିଡ ବେଡ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଅଧିକ ପଜିଟିଭ ବାହାରୁଥିବା ଖୋର୍ଦ୍ଧା, ଅନୁଗୁଳ, […]

ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ କାମୁଛି କରୋନା ଗ୍ରାଫ । ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ କମିଥିଲେ ମଧ୍ୟ ବିପଦ ଏବେବି ଟଳି ନାହିଁ। ଦ୍ୱିତୀୟ ଲହରୀରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ଲକ୍‌ଡାଉନ କାରଣରୁ ଏବେ ୮ ହଜାର ତଳେ ରହିଛି କରୋନାର ଦୈନିକ ସଂକ୍ରମଣ। ଆଗକୁ କରୋନା ସ୍ଥିତିକୁ ଲକ୍ଷ କରି ୫ଟି ଜିଲ୍ଲାରେ କୋଭିଡ ବେଡ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଅଧିକ ପଜିଟିଭ ବାହାରୁଥିବା ଖୋର୍ଦ୍ଧା, ଅନୁଗୁଳ, କଟକ, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲାରେ ବେଡ ଠାରୁ ଆରମ୍ଭ କରି ଆଇସିୟୁ ସଂଖ୍ୟା ବୃଦ୍ଧି କରାଯିବ। ଅନଗୁଳରେ ୧୨୦ ବେଡ୍, କଟକରେ ୧୭୭ ବେଡ୍, ଖୋର୍ଦ୍ଧାରେ ୩୪୦, ସୁନ୍ଦରଗଡରୁ ୧୫୦ ଓ ଢେଙ୍କାନାଳରେ ୧୦୦ଟି ଶଯ୍ୟା ବଢଯାଇଛି। ଏଥିସହ କୋଭିଡ ମେଡିକାଲ ଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରିବା ସହ ଅଗ୍ନି ସୁରକ୍ଷାକର୍ମୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

04 Jun 2021 By The Sakala

ଅଧିକ କରୋନା ସଂକ୍ରମିତ ବାହାରୁଥିବା ୫ଟି ଜିଲ୍ଲାରେ କୋଭିଡ ବେଡ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ କାମୁଛି କରୋନା ଗ୍ରାଫ । ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ କମିଥିଲେ ମଧ୍ୟ ବିପଦ ଏବେବି ଟଳି ନାହିଁ। ଦ୍ୱିତୀୟ ଲହରୀରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ଲକ୍‌ଡାଉନ କାରଣରୁ ଏବେ ୮ ହଜାର ତଳେ ରହିଛି କରୋନାର ଦୈନିକ ସଂକ୍ରମଣ। ଆଗକୁ କରୋନା ସ୍ଥିତିକୁ ଲକ୍ଷ କରି ୫ଟି ଜିଲ୍ଲାରେ କୋଭିଡ ବେଡ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଅଧିକ ପଜିଟିଭ ବାହାରୁଥିବା ଖୋର୍ଦ୍ଧା, ଅନୁଗୁଳ, କଟକ, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲାରେ ବେଡ ଠାରୁ ଆରମ୍ଭ କରି ଆଇସିୟୁ ସଂଖ୍ୟା ବୃଦ୍ଧି କରାଯିବ। ଅନଗୁଳରେ ୧୨୦ ବେଡ୍, କଟକରେ ୧୭୭ ବେଡ୍, ଖୋର୍ଦ୍ଧାରେ ୩୪୦, ସୁନ୍ଦରଗଡରୁ ୧୫୦ ଓ ଢେଙ୍କାନାଳରେ ୧୦୦ଟି ଶଯ୍ୟା ବଢଯାଇଛି। ଏଥିସହ କୋଭିଡ ମେଡିକାଲ ଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରିବା ସହ ଅଗ୍ନି ସୁରକ୍ଷାକର୍ମୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

https://www.thesakala.in/latest-odisha-news/cm-approved-increase-in-the-number-of-covid-beds-in-5-districts/article-2661
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର