5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କ ଶୁଭେଚ୍ଛା

The Sakala Picture
Published On

ଭୁବନେଶ୍ବର: ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ. ପାଣ୍ଡିଆନଙ୍କୁ ନୂଆ ନିଯୁକ୍ତି ମିଳିଛି । 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହୋଇଛନ୍ତି ଭି.କେ ପାଣ୍ଡିଆନ। ନୂଆ ଦାୟିତ୍ବ ମିଳିବା ପରେ ଭି.କେ. ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ । ମାନସ କହିଛନ୍ତି ଯେ, ନୂଆ ଭୂମିକା ଓ ନୂଆ ଦାୟିତ୍ବ ପାଇଁ ଆପଣଙ୍କୁ ଶୁଭେଚ୍ଛା । ଓଡ଼ିଶା ରୂପାନ୍ତରଣର ମଙ୍ଗୁଆଳ ହେଉଛନ୍ତି ଭି.କେ. ପାଣ୍ଡିଆନ । 5T ଓ ନବୀନ […]

ଭୁବନେଶ୍ବର: ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ. ପାଣ୍ଡିଆନଙ୍କୁ ନୂଆ ନିଯୁକ୍ତି ମିଳିଛି । 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହୋଇଛନ୍ତି ଭି.କେ ପାଣ୍ଡିଆନ। ନୂଆ ଦାୟିତ୍ବ ମିଳିବା ପରେ ଭି.କେ. ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

ମାନସ କହିଛନ୍ତି ଯେ, ନୂଆ ଭୂମିକା ଓ ନୂଆ ଦାୟିତ୍ବ ପାଇଁ ଆପଣଙ୍କୁ ଶୁଭେଚ୍ଛା । ଓଡ଼ିଶା ରୂପାନ୍ତରଣର ମଙ୍ଗୁଆଳ ହେଉଛନ୍ତି ଭି.କେ. ପାଣ୍ଡିଆନ । 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ହେବା ପରେ ବିକାଶ କାର୍ଯ୍ୟ ଆହୁରି ତ୍ବରାନ୍ବିତ ହେବ । ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ରିପୋର୍ଟ ଦ୍ବାରା ବିକାଶ ଧାରା କ୍ଷୀପ୍ର ହେବ ବୋଲି  ସାଂସଦ ମାନସ ମଙ୍ଗରାଜ କହିଛନ୍ତି।

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

24 Oct 2023 By The Sakala

5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କ ଶୁଭେଚ୍ଛା

ଭୁବନେଶ୍ବର: ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ. ପାଣ୍ଡିଆନଙ୍କୁ ନୂଆ ନିଯୁକ୍ତି ମିଳିଛି । 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହୋଇଛନ୍ତି ଭି.କେ ପାଣ୍ଡିଆନ। ନୂଆ ଦାୟିତ୍ବ ମିଳିବା ପରେ ଭି.କେ. ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ ।

ମାନସ କହିଛନ୍ତି ଯେ, ନୂଆ ଭୂମିକା ଓ ନୂଆ ଦାୟିତ୍ବ ପାଇଁ ଆପଣଙ୍କୁ ଶୁଭେଚ୍ଛା । ଓଡ଼ିଶା ରୂପାନ୍ତରଣର ମଙ୍ଗୁଆଳ ହେଉଛନ୍ତି ଭି.କେ. ପାଣ୍ଡିଆନ । 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ହେବା ପରେ ବିକାଶ କାର୍ଯ୍ୟ ଆହୁରି ତ୍ବରାନ୍ବିତ ହେବ । ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ରିପୋର୍ଟ ଦ୍ବାରା ବିକାଶ ଧାରା କ୍ଷୀପ୍ର ହେବ ବୋଲି  ସାଂସଦ ମାନସ ମଙ୍ଗରାଜ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର