ମାଲବାହୀ ଟ୍ରେନ୍ ଧକ୍କାରେ ମାଈହାତୀ ମୃତ

The Sakala Picture
Published On

 କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ୍ ପଳସା ନିକଟରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳର ପହଞ୍ଚି ବନ ବିଭାଗର ତଦନ୍ତ ଜାରିରଖିଛି । ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ କୁହୁଡ଼ି ପଡ଼ିଥିବା ବେଳେ, ନୟାଗଡ଼ ଓ ଜୁରୁଡ଼ି ଷ୍ଟେସନ୍ ମଝିରେ ପଳସା ନିକଟରେ ଟ୍ରେନ୍ ଲାଇନ୍ ପାର୍ କରୁଥିବା ବେଳେ ହାତୀକୁ ଧକ୍କା ଦେଇଥିଲା ଟ୍ରେନ୍ । ଫଳରେ ଘଟଣାସ୍ଥଳରେ ମାଈ ହାତୀର ମୃତ୍ୟୁ ଘଟିଥିଲା […]

 କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ୍ ପଳସା ନିକଟରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳର ପହଞ୍ଚି ବନ ବିଭାଗର ତଦନ୍ତ ଜାରିରଖିଛି ।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ କୁହୁଡ଼ି ପଡ଼ିଥିବା ବେଳେ, ନୟାଗଡ଼ ଓ ଜୁରୁଡ଼ି ଷ୍ଟେସନ୍ ମଝିରେ ପଳସା ନିକଟରେ ଟ୍ରେନ୍ ଲାଇନ୍ ପାର୍ କରୁଥିବା ବେଳେ ହାତୀକୁ ଧକ୍କା ଦେଇଥିଲା ଟ୍ରେନ୍ । ଫଳରେ ଘଟଣାସ୍ଥଳରେ ମାଈ ହାତୀର ମୃତ୍ୟୁ ଘଟିଥିଲା । ମୃତ ହାତୀର ବୟସ ପାଖାପାଖି ୩୦ ବର୍ଷ ହେବ ବୋଲି ସୂଚନା ମିଳିଛି। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର