ଆଜି ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ

The Sakala Picture
Published On

ଭୁବନେଶ୍ୱର: ଆଜି ଓଡ଼ିଶା ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ । ୨୦୧୮ ମେ ୨୫ରେ ଓଡ଼ିଶା ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ ପ୍ରଫେସର ଗଣେଶୀ ଲାଲ୍ । ସେପଟେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ ତାରିଖ ଦିନ ଭୁବନେଶ୍ବରରେ ପହଞ୍ଚିବେ । ୩୦ ତାରିଖ ଦିନ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବା ସହ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବେ । ୩୧ ତାରିଖରେ ନୂଆ ରାଜ୍ୟାପାଳ ଭାବେ […]

ଭୁବନେଶ୍ୱର: ଆଜି ଓଡ଼ିଶା ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ । ୨୦୧୮ ମେ ୨୫ରେ ଓଡ଼ିଶା ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ ପ୍ରଫେସର ଗଣେଶୀ ଲାଲ୍ । ସେପଟେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ ତାରିଖ ଦିନ ଭୁବନେଶ୍ବରରେ ପହଞ୍ଚିବେ । ୩୦ ତାରିଖ ଦିନ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବା ସହ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବେ । ୩୧ ତାରିଖରେ ନୂଆ ରାଜ୍ୟାପାଳ ଭାବେ ଦାୟିତ୍ବ ନେବେ ରଘୁବର ଦାସ । ତେବେ ବିଦାୟ ପୂର୍ବରୁ ପ୍ରଫେସର ଗଣେଶୀ ଲାଲଙ୍କୁ ଗତକାଲି ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

27 Oct 2023 By The Sakala

ଆଜି ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ

ଭୁବନେଶ୍ୱର: ଆଜି ଓଡ଼ିଶା ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ । ୨୦୧୮ ମେ ୨୫ରେ ଓଡ଼ିଶା ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ ପ୍ରଫେସର ଗଣେଶୀ ଲାଲ୍ । ସେପଟେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ ତାରିଖ ଦିନ ଭୁବନେଶ୍ବରରେ ପହଞ୍ଚିବେ । ୩୦ ତାରିଖ ଦିନ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବା ସହ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବେ । ୩୧ ତାରିଖରେ ନୂଆ ରାଜ୍ୟାପାଳ ଭାବେ ଦାୟିତ୍ବ ନେବେ ରଘୁବର ଦାସ । ତେବେ ବିଦାୟ ପୂର୍ବରୁ ପ୍ରଫେସର ଗଣେଶୀ ଲାଲଙ୍କୁ ଗତକାଲି ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର