ରାଜ୍ୟରେ ଖସୁଛି କରୋନା ଗ୍ରାଫ: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୭ହଜାର ୩୯୫ ପଜିଟିଭ

The Sakala Picture
Published On

ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି ମହାମାରୀ କରୋନା ସଂକ୍ରମଣ। ଯାହା ଲୋକମାନଙ୍କୁ ସାମାନ୍ୟ ଅଶ୍ଵସ୍ତି ପ୍ରଦାନ କରିଛି । କମୁଛି ଦୈନିକ ସଂକ୍ରମଣ। ସୁସ୍ଥ ହେଉଛନ୍ତି ଅଧିକ ଆକ୍ରାନ୍ତ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୩୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ହଜାର ୧୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୨୨୬ । ଏନେଇ ରାଜ୍ୟ […]

ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି ମହାମାରୀ କରୋନା ସଂକ୍ରମଣ। ଯାହା ଲୋକମାନଙ୍କୁ ସାମାନ୍ୟ ଅଶ୍ଵସ୍ତି ପ୍ରଦାନ କରିଛି । କମୁଛି ଦୈନିକ ସଂକ୍ରମଣ। ସୁସ୍ଥ ହେଉଛନ୍ତି ଅଧିକ ଆକ୍ରାନ୍ତ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୩୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ହଜାର ୧୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୨୨୬ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଦୈନିକ ସଂକ୍ରମଣରେ ଟପରେ ଅଛି ଖୋର୍ଦ୍ଧା ଜିଲ୍ଲା । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୧୦୬୯ ସଂକ୍ରମିତ । ସେହିଭଳି କଟକରୁ ୮୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଅନୁଗୁଳରୁ ୪୪୩, ବାଲେଶ୍ୱରରୁ ୨୮୫, ବରଗଡ଼ ୧୭୧, ଭଦ୍ରକ ୨୩୮, ବଲାଙ୍ଗୀର ୮୧, ବୌଦ୍ଧ ୧୩୩, କଟକ ୮୬୮, ଦେବଗଡ଼ ୫୭, ଢେଙ୍କାନାଳ ୮୧, ଗଜପତି ୫୨, ଗଞ୍ଜାମ ୬୯, ଜଗତସିଂହପୁର ୨୮୮, ଯାଜପୁର ୫୧୬, ଝାରସୁଗୁଡ଼ା ୬୬, କନ୍ଧମାଳ ୭୬, କେନ୍ଦ୍ରାପନା ୩୪୧, କେନ୍ଦୁଝର ୧୫୮, କୋରାପୁଟ ୧୬୧, ମାଲକାନଗିରି ୧୧୦, ମୟୂରଭଞ୍ଜ ୩୮୪, ନବରଙ୍ଗପୁର ୧୯୬, ନୟାଗଡ଼ ୨୪୩, ନୂଆପଡ଼ା ୨୨, ପୁରୀ ୩୫୬, ରାୟଗନା ୧୨୫, ସମ୍ୱଲପୁର ୧୩୭, ସୋନପୁର ୯୧, ସୁନ୍ଦରଗଡ଼ ୨୬୭ ଓ ଷ୍ଟେଟ୍ ପୁଲ୍‌ରୁ ୧୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୦୬ ହଜାର ୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୮ ହଜାର ୬୮୭ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୨୪ ହଜାର ୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଲୁଡୁ ଖେଳକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼, ଦୁଇ ଅଟକ

05 Jun 2021 By The Sakala

ରାଜ୍ୟରେ ଖସୁଛି କରୋନା ଗ୍ରାଫ: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୭ହଜାର ୩୯୫ ପଜିଟିଭ

ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି ମହାମାରୀ କରୋନା ସଂକ୍ରମଣ। ଯାହା ଲୋକମାନଙ୍କୁ ସାମାନ୍ୟ ଅଶ୍ଵସ୍ତି ପ୍ରଦାନ କରିଛି । କମୁଛି ଦୈନିକ ସଂକ୍ରମଣ। ସୁସ୍ଥ ହେଉଛନ୍ତି ଅଧିକ ଆକ୍ରାନ୍ତ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୩୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ହଜାର ୧୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୨୨୬ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଦୈନିକ ସଂକ୍ରମଣରେ ଟପରେ ଅଛି ଖୋର୍ଦ୍ଧା ଜିଲ୍ଲା । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୧୦୬୯ ସଂକ୍ରମିତ । ସେହିଭଳି କଟକରୁ ୮୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଅନୁଗୁଳରୁ ୪୪୩, ବାଲେଶ୍ୱରରୁ ୨୮୫, ବରଗଡ଼ ୧୭୧, ଭଦ୍ରକ ୨୩୮, ବଲାଙ୍ଗୀର ୮୧, ବୌଦ୍ଧ ୧୩୩, କଟକ ୮୬୮, ଦେବଗଡ଼ ୫୭, ଢେଙ୍କାନାଳ ୮୧, ଗଜପତି ୫୨, ଗଞ୍ଜାମ ୬୯, ଜଗତସିଂହପୁର ୨୮୮, ଯାଜପୁର ୫୧୬, ଝାରସୁଗୁଡ଼ା ୬୬, କନ୍ଧମାଳ ୭୬, କେନ୍ଦ୍ରାପନା ୩୪୧, କେନ୍ଦୁଝର ୧୫୮, କୋରାପୁଟ ୧୬୧, ମାଲକାନଗିରି ୧୧୦, ମୟୂରଭଞ୍ଜ ୩୮୪, ନବରଙ୍ଗପୁର ୧୯୬, ନୟାଗଡ଼ ୨୪୩, ନୂଆପଡ଼ା ୨୨, ପୁରୀ ୩୫୬, ରାୟଗନା ୧୨୫, ସମ୍ୱଲପୁର ୧୩୭, ସୋନପୁର ୯୧, ସୁନ୍ଦରଗଡ଼ ୨୬୭ ଓ ଷ୍ଟେଟ୍ ପୁଲ୍‌ରୁ ୧୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୦୬ ହଜାର ୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୮ ହଜାର ୬୮୭ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୨୪ ହଜାର ୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର