ରାସ୍ତା କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର

The Sakala Picture
Published On

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ନିକଟ ଏନଏଚ୍- ୧୮ ରାସ୍ତା କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ଦେହର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ ହତ୍ୟା କରାଯାଇଥିବା ସନ୍ଦେହ। ବାହାରୁ ଆଣି କେହି ଦୁର୍ବତ୍ତ ରାସ୍ତା କଡ଼ରେ ଫୋପାଡ଼ିଥିବା ସନ୍ଦେହ କରାଯାଉଛି । ମୃତଦେହ ଉଦ୍ଧାର କରି ବେତନଟୀ ପୁଲିସ ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ସକାଳୁ ରାସ୍ତା କଡ଼ରେ ମହିଳାଙ୍କ ମୃତ ଦେହ ଦେଖି ଲୋକେ ପୁଲିସକୁ […]

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ନିକଟ ଏନଏଚ୍- ୧୮ ରାସ୍ତା କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ଦେହର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ ହତ୍ୟା କରାଯାଇଥିବା ସନ୍ଦେହ। ବାହାରୁ ଆଣି କେହି ଦୁର୍ବତ୍ତ ରାସ୍ତା କଡ଼ରେ ଫୋପାଡ଼ିଥିବା ସନ୍ଦେହ କରାଯାଉଛି । ମୃତଦେହ ଉଦ୍ଧାର କରି ବେତନଟୀ ପୁଲିସ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ସୂଚନା ଅନୁସାରେ, ସକାଳୁ ରାସ୍ତା କଡ଼ରେ ମହିଳାଙ୍କ ମୃତ ଦେହ ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ । ମହିଳା ଜଣଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ଏହା ବାହାର ରାଜ୍ୟର ବୋଲି ଅନୁମାନ କରାଯାଉଛି । କେହି ମହିଳା ଙ୍କୁ ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ କହିଛନ୍ତି । ମହିଳା ଙ୍କ ବୟସ ପାଖାପାଖି ୨୫ରୁ ୩୦ ବର୍ଷ ହେବ । ପାରିପାର୍ଶ୍ବିକ ପରିସ୍ଥିତିରୁ କୈାଣସି ସୁରାକ ମିଳିନାହିଁ ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

 

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର