ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ବିଭିନ୍ନ ସଂଘର କର୍ମକର୍ତ୍ତା

The Sakala Picture
Published On

ଭୁବନେଶ୍ବର: ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଛନ୍ତି ରାଜ୍ୟର ବିଭିନ୍ନ ସଂଘର କର୍ମକର୍ତ୍ତା । ଏଥିସହ ବିଜୁ ଯୁବ ଓ ଛାତ୍ର ଜନତା ଦଳର ରାଜ୍ୟ ସଭାପତିଙ୍କ ନେତୃତ୍ବରେ ବହୁ ଯୁବ-ଛାତ୍ର ନେତାମାନେ ଭେଟି ନୂଆ ଦାୟିତ୍ବ ପାଇଁ ୫ଟି ଓ ନବୀନ ଓଡିଶାର ଅଧକ୍ଷଙ୍କୁ  ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ଟ୍ରାନ୍ସଜେଣ୍ଡର ଶାଖାର ଉହଦେଷ୍ଟା ମିରା ପରିଡ଼ା, ଓଡ଼ିଶା ଶିଶୁ ସୁରକ୍ଷା ଅଧିକାରୀ ଏବଂ କର୍ମଚାରୀ ସଂଘ, ଓଡ଼ିଆ […]

ଭୁବନେଶ୍ବର: ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଛନ୍ତି ରାଜ୍ୟର ବିଭିନ୍ନ ସଂଘର କର୍ମକର୍ତ୍ତା । ଏଥିସହ ବିଜୁ ଯୁବ ଓ ଛାତ୍ର ଜନତା ଦଳର ରାଜ୍ୟ ସଭାପତିଙ୍କ ନେତୃତ୍ବରେ ବହୁ ଯୁବ-ଛାତ୍ର ନେତାମାନେ ଭେଟି ନୂଆ ଦାୟିତ୍ବ ପାଇଁ ୫ଟି ଓ ନବୀନ ଓଡିଶାର ଅଧକ୍ଷଙ୍କୁ  ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଟ୍ରାନ୍ସଜେଣ୍ଡର ଶାଖାର ଉହଦେଷ୍ଟା ମିରା ପରିଡ଼ା, ଓଡ଼ିଶା ଶିଶୁ ସୁରକ୍ଷା ଅଧିକାରୀ ଏବଂ କର୍ମଚାରୀ ସଂଘ, ଓଡ଼ିଆ ମହାମଞ୍ଚ ନୂଆଦିଲ୍ଲୀ, ରାଜ୍ୟ ବିଡ଼ିଓ ସଂଘର କର୍ମକର୍ତା, ପଞ୍ଜାବୀ ଗ୍ଲୋବାଲ୍ ଫାଉଣ୍ଡେସନ୍, ବିଧାୟକ ତଥା ବିଜୁ ଯୁବା ଜନତା ଦଳର ରାଜ୍ୟ ସଭାପତି ବ୍ୟମୋକେଶ ରାୟ ଓ ବିଧାୟକ ତଥା ବିିଜୁ ଛାତ୍ର ଜନାତ ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ବରେ ବହୁ ଯୁବ ଓ ଛାତ୍ର ନେତା ମାନେ ଭେଟି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

୫ଟି ଅଧ୍ୟକ୍ଷଙ୍କ ନେତୃତ୍ବରେ ରାଜ୍ୟରେ ରୁପାନ୍ତରଣ ପ୍ରକ୍ରିୟା ଆହୁରି କ୍ରିୟାଶୀଳ ହେବା ସହ ରାଜ୍ୟର ଦ୍ରୁତ ବିକାଶ ହେବ ବୋଲି ଆଶା ପ୍ରକାଶ କରିଛନ୍ତି ରାଜ୍ୟର ବିଭିନ୍ନ  ସଂଘ । ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କ ସହ ଓଡ଼ିଶାର ବିକାଶରେ ସମ୍ପୂର୍ଣ ସହଯୋଗ କରିବେ ବୋଲି ସମସ୍ତେ ପ୍ରତିଶୃତି ଦେଇଛନ୍ତି। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କସୁସ୍ଥ ଜୀବନ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଭେଟିବାକୁ ଆସିଥିବା ସମସ୍ତ ସଂଗଠନ ଗୁଡ଼ିକୁ ଧନ୍ୟବାଦ ଜଣାଇଛନ୍ତି ଭି.କେ ପାଣ୍ଡିଆନ୍। ଏଥିସହ ରାଜ୍ୟର ଉଦ୍ୟମରେ ସେମାନଙ୍କର ସହଯୋଗ ଲୋଡିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏକ ନୂତନ ତଥା ସଶକ୍ତ ଓଡିଶା ଗଠନରେ ସେମାନଙ୍କୁ ଏହି ରୂପାନ୍ତର ଡ୍ରାଇଭ୍ରରେ ଅଂଶୀଦାର ଭାବରେ କାର୍ଯ୍ୟ କରିବାକୁ କହିଥିଲେ।

02 Nov 2023 By The Sakala

ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ବିଭିନ୍ନ ସଂଘର କର୍ମକର୍ତ୍ତା

ଭୁବନେଶ୍ବର: ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଛନ୍ତି ରାଜ୍ୟର ବିଭିନ୍ନ ସଂଘର କର୍ମକର୍ତ୍ତା । ଏଥିସହ ବିଜୁ ଯୁବ ଓ ଛାତ୍ର ଜନତା ଦଳର ରାଜ୍ୟ ସଭାପତିଙ୍କ ନେତୃତ୍ବରେ ବହୁ ଯୁବ-ଛାତ୍ର ନେତାମାନେ ଭେଟି ନୂଆ ଦାୟିତ୍ବ ପାଇଁ ୫ଟି ଓ ନବୀନ ଓଡିଶାର ଅଧକ୍ଷଙ୍କୁ  ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।

ଟ୍ରାନ୍ସଜେଣ୍ଡର ଶାଖାର ଉହଦେଷ୍ଟା ମିରା ପରିଡ଼ା, ଓଡ଼ିଶା ଶିଶୁ ସୁରକ୍ଷା ଅଧିକାରୀ ଏବଂ କର୍ମଚାରୀ ସଂଘ, ଓଡ଼ିଆ ମହାମଞ୍ଚ ନୂଆଦିଲ୍ଲୀ, ରାଜ୍ୟ ବିଡ଼ିଓ ସଂଘର କର୍ମକର୍ତା, ପଞ୍ଜାବୀ ଗ୍ଲୋବାଲ୍ ଫାଉଣ୍ଡେସନ୍, ବିଧାୟକ ତଥା ବିଜୁ ଯୁବା ଜନତା ଦଳର ରାଜ୍ୟ ସଭାପତି ବ୍ୟମୋକେଶ ରାୟ ଓ ବିଧାୟକ ତଥା ବିିଜୁ ଛାତ୍ର ଜନାତ ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ବରେ ବହୁ ଯୁବ ଓ ଛାତ୍ର ନେତା ମାନେ ଭେଟି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

୫ଟି ଅଧ୍ୟକ୍ଷଙ୍କ ନେତୃତ୍ବରେ ରାଜ୍ୟରେ ରୁପାନ୍ତରଣ ପ୍ରକ୍ରିୟା ଆହୁରି କ୍ରିୟାଶୀଳ ହେବା ସହ ରାଜ୍ୟର ଦ୍ରୁତ ବିକାଶ ହେବ ବୋଲି ଆଶା ପ୍ରକାଶ କରିଛନ୍ତି ରାଜ୍ୟର ବିଭିନ୍ନ  ସଂଘ । ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କ ସହ ଓଡ଼ିଶାର ବିକାଶରେ ସମ୍ପୂର୍ଣ ସହଯୋଗ କରିବେ ବୋଲି ସମସ୍ତେ ପ୍ରତିଶୃତି ଦେଇଛନ୍ତି। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କସୁସ୍ଥ ଜୀବନ କାମନା କରିଛନ୍ତି।

ଭେଟିବାକୁ ଆସିଥିବା ସମସ୍ତ ସଂଗଠନ ଗୁଡ଼ିକୁ ଧନ୍ୟବାଦ ଜଣାଇଛନ୍ତି ଭି.କେ ପାଣ୍ଡିଆନ୍। ଏଥିସହ ରାଜ୍ୟର ଉଦ୍ୟମରେ ସେମାନଙ୍କର ସହଯୋଗ ଲୋଡିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏକ ନୂତନ ତଥା ସଶକ୍ତ ଓଡିଶା ଗଠନରେ ସେମାନଙ୍କୁ ଏହି ରୂପାନ୍ତର ଡ୍ରାଇଭ୍ରରେ ଅଂଶୀଦାର ଭାବରେ କାର୍ଯ୍ୟ କରିବାକୁ କହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର