ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ, ଆସିଲେଣି ୭୭ ପ୍ରଜାତିର ୭୪ ହଜାରରୁ ଉର୍ଦ୍ଧ୍ବ ବିଦେଶାଗତ ପକ୍ଷୀ

The Sakala Picture
Published On

ଟାଙ୍ଗୀ: ଶୀତ ଆସିଲେ ଚିଲିକାକୁ ବିଦେଶୀ ପକ୍ଷୀମାନଙ୍କର ଆଗମନ ହୋଇଥାଏ।  ଚିଲିକାରେ ଏବେ ବିଦେଶୀ ଅତିଥିଙ୍କର ଭିଡ଼ ଦେଖିବାକୁ ମିଳିଛି। ଶୀତ ଆରମ୍ଭ ହେଉଣୁ ଚିଲିକାକୁ ଆସିଲେଣି ୭୭ ପ୍ରଜାତିର ୭୪ ହଜାର ୩୨୨ ବିଦେଶୀ ପକ୍ଷୀ । ନଳବଣରେ ଅଛନ୍ତି ୭୭ ପ୍ରଜାତିର ୩୦ ହଜାର ୨୧୨ ପକ୍ଷୀ । ସେଥି ମଧ୍ୟରୁ ୟୁରୋସିଆନ ଓଏଜିନ ୧୬ ହଜାର, ଗଡ଼ୱାଲ ୧୨ ହଜାର, ପିନଟେଲ ୧୦ ହଜାର, ଶୋଭଲର ୬ ହଜାର, କମନ କୁଟ ୧୦ […]

ଟାଙ୍ଗୀ: ଶୀତ ଆସିଲେ ଚିଲିକାକୁ ବିଦେଶୀ ପକ୍ଷୀମାନଙ୍କର ଆଗମନ ହୋଇଥାଏ।  ଚିଲିକାରେ ଏବେ ବିଦେଶୀ ଅତିଥିଙ୍କର ଭିଡ଼ ଦେଖିବାକୁ ମିଳିଛି। ଶୀତ ଆରମ୍ଭ ହେଉଣୁ ଚିଲିକାକୁ ଆସିଲେଣି ୭୭ ପ୍ରଜାତିର ୭୪ ହଜାର ୩୨୨ ବିଦେଶୀ ପକ୍ଷୀ । ନଳବଣରେ ଅଛନ୍ତି ୭୭ ପ୍ରଜାତିର ୩୦ ହଜାର ୨୧୨ ପକ୍ଷୀ ।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ସେଥି ମଧ୍ୟରୁ ୟୁରୋସିଆନ ଓଏଜିନ ୧୬ ହଜାର, ଗଡ଼ୱାଲ ୧୨ ହଜାର, ପିନଟେଲ ୧୦ ହଜାର, ଶୋଭଲର ୬ ହଜାର, କମନ କୁଟ ୧୦ ହଜାର, ଗ୍ରେଟ ଫ୍ଲେମିଙ୍ଗ ଗୋ ୧୬୦ ଗୋଟି, ରୁଡି ସେଲଡ଼କ ୭୦୦ ଓ ଆଇବିଶ ପ୍ରଜାତିର ୨ ହଜାର ବିଦେଶୀ ପକ୍ଷୀ ଥିବା ସୂଚନା ଦେଇଛନ୍ତି ବାଲୁଗାଁ ବନ୍ୟ ପ୍ରାଣୀ ବନଖଣ୍ଡ DFO ଅମ୍ଲାନ ନାୟକ।ପକ୍ଷୀ ସୁରକ୍ଷା ପାଇଁ ୨୧ଟି ପକ୍ଷୀ ସୁରକ୍ଷା ଶିବିର ସହ ୪ ଘଣ୍ଟିଆ ପାଟ୍ରୋଲିଙ୍ଗ ବ୍ୟବସ୍ଥା କରାଯାଇଛି। ଏହା ସହ ମଙ୍ଗଳା ଯୋଡ଼ିରେ ବିଦେଶୀ ପକ୍ଷୀ ମାନଙ୍କର ଭିଡ଼ ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ବନ୍ୟ ପ୍ରାଣୀ ବିଶାରଦ ମଧୁ ବେହେରା ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

03 Nov 2023 By The Sakala

ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ, ଆସିଲେଣି ୭୭ ପ୍ରଜାତିର ୭୪ ହଜାରରୁ ଉର୍ଦ୍ଧ୍ବ ବିଦେଶାଗତ ପକ୍ଷୀ

ଟାଙ୍ଗୀ: ଶୀତ ଆସିଲେ ଚିଲିକାକୁ ବିଦେଶୀ ପକ୍ଷୀମାନଙ୍କର ଆଗମନ ହୋଇଥାଏ।  ଚିଲିକାରେ ଏବେ ବିଦେଶୀ ଅତିଥିଙ୍କର ଭିଡ଼ ଦେଖିବାକୁ ମିଳିଛି। ଶୀତ ଆରମ୍ଭ ହେଉଣୁ ଚିଲିକାକୁ ଆସିଲେଣି ୭୭ ପ୍ରଜାତିର ୭୪ ହଜାର ୩୨୨ ବିଦେଶୀ ପକ୍ଷୀ । ନଳବଣରେ ଅଛନ୍ତି ୭୭ ପ୍ରଜାତିର ୩୦ ହଜାର ୨୧୨ ପକ୍ଷୀ ।

ସେଥି ମଧ୍ୟରୁ ୟୁରୋସିଆନ ଓଏଜିନ ୧୬ ହଜାର, ଗଡ଼ୱାଲ ୧୨ ହଜାର, ପିନଟେଲ ୧୦ ହଜାର, ଶୋଭଲର ୬ ହଜାର, କମନ କୁଟ ୧୦ ହଜାର, ଗ୍ରେଟ ଫ୍ଲେମିଙ୍ଗ ଗୋ ୧୬୦ ଗୋଟି, ରୁଡି ସେଲଡ଼କ ୭୦୦ ଓ ଆଇବିଶ ପ୍ରଜାତିର ୨ ହଜାର ବିଦେଶୀ ପକ୍ଷୀ ଥିବା ସୂଚନା ଦେଇଛନ୍ତି ବାଲୁଗାଁ ବନ୍ୟ ପ୍ରାଣୀ ବନଖଣ୍ଡ DFO ଅମ୍ଲାନ ନାୟକ।ପକ୍ଷୀ ସୁରକ୍ଷା ପାଇଁ ୨୧ଟି ପକ୍ଷୀ ସୁରକ୍ଷା ଶିବିର ସହ ୪ ଘଣ୍ଟିଆ ପାଟ୍ରୋଲିଙ୍ଗ ବ୍ୟବସ୍ଥା କରାଯାଇଛି। ଏହା ସହ ମଙ୍ଗଳା ଯୋଡ଼ିରେ ବିଦେଶୀ ପକ୍ଷୀ ମାନଙ୍କର ଭିଡ଼ ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ବନ୍ୟ ପ୍ରାଣୀ ବିଶାରଦ ମଧୁ ବେହେରା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର