ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ, ଡିସେମ୍ବର ୩୦ ଯାଏଁ ଚାଲିବ ଅଧିବେଶନ

The Sakala Picture
Published On

ଭୁବନେଶ୍ୱର: ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବ ଅଧିବେଶନ ସମୟରେ ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଗୃହ ଅଧାଦିନ ମୁଲତବୀ ରହିଥିଲା ।

ଆହୁରି ପଢ଼ନ୍ତୁ: ‘ଇଣ୍ଡିଆ’ ମେଣ୍ଟ ବୈଠକରେ ବିଜେଡି ସଂସଦୀୟ ଦଳ ନେତା; ଜାତୀୟ ରାଜନୀତିରେ ବିଜେଡି ଚର୍ଚ୍ଚା

04 Nov 2023 By The Sakala

ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ, ଡିସେମ୍ବର ୩୦ ଯାଏଁ ଚାଲିବ ଅଧିବେଶନ

ଭୁବନେଶ୍ୱର: ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବ ଅଧିବେଶନ ସମୟରେ ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଗୃହ ଅଧାଦିନ ମୁଲତବୀ ରହିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର