ମହଙ୍ଗା ପଡିଲା ମହିଳା ସାମ୍ବାଦିକାଙ୍କୁ ଚାପୁଡ଼ା ମାରିବା, ଜେଲ ଗଲେ ସିନେ ପ୍ରଯୋଜକ ଟୁଟୁ ନାୟକ

The Sakala Picture
Published On

ଭୁବନେଶ୍ବର: ମାହାଙ୍ଗା ପଡିଲା ମହିଳା ସାମ୍ବାଦିକାଙ୍କୁ ଚାପୁଡ଼ା ମାରିବା ଜେଲ ଗଲେ ସିନେ ପ୍ରଯୋଜକ ଟୁଟୁ ନାୟକ। ଗତକାଲି ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଭୁବନେଶ୍ବର ଏସ୍‌ଜିଏମ୍‌ କୋର୍ଟରେ ଜାମିନ ନମଞ୍ଜୁର ହେବା ପରେ ଟୁଟୁ ନାୟକ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି। ଏହି ସମୟ ମଧ୍ୟରେ ସେ ଝାରପଡ଼ା ଜେଲରେ ରହିବେ। ଏହି ମାମଲାରେ ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟରେ ଆସନ୍ତା ୬ ତାରିଖ ଦିନ ପୁନଃ ଶୁଣାଣି […]

ଭୁବନେଶ୍ବର: ମାହାଙ୍ଗା ପଡିଲା ମହିଳା ସାମ୍ବାଦିକାଙ୍କୁ ଚାପୁଡ଼ା ମାରିବା ଜେଲ ଗଲେ ସିନେ ପ୍ରଯୋଜକ ଟୁଟୁ ନାୟକ। ଗତକାଲି ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଭୁବନେଶ୍ବର ଏସ୍‌ଜିଏମ୍‌ କୋର୍ଟରେ ଜାମିନ ନମଞ୍ଜୁର ହେବା ପରେ ଟୁଟୁ ନାୟକ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି। ଏହି ସମୟ ମଧ୍ୟରେ ସେ ଝାରପଡ଼ା ଜେଲରେ ରହିବେ। ଏହି ମାମଲାରେ ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟରେ ଆସନ୍ତା ୬ ତାରିଖ ଦିନ ପୁନଃ ଶୁଣାଣି ହେବ। ସରକାରୀ ଓକିଲ ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ସତ ମାନିଲେ ନଗର ଉନ୍ନୟନ ମନ୍ତ୍ରୀ; କହିଲେ, 'ଆଜି ନହେଲେ କାଲି ମେଟ୍ରୋର ଆବଶ୍ୟକତା ଅଛି'

04 Nov 2023 By The Sakala

ମହଙ୍ଗା ପଡିଲା ମହିଳା ସାମ୍ବାଦିକାଙ୍କୁ ଚାପୁଡ଼ା ମାରିବା, ଜେଲ ଗଲେ ସିନେ ପ୍ରଯୋଜକ ଟୁଟୁ ନାୟକ

ଭୁବନେଶ୍ବର: ମାହାଙ୍ଗା ପଡିଲା ମହିଳା ସାମ୍ବାଦିକାଙ୍କୁ ଚାପୁଡ଼ା ମାରିବା ଜେଲ ଗଲେ ସିନେ ପ୍ରଯୋଜକ ଟୁଟୁ ନାୟକ। ଗତକାଲି ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଭୁବନେଶ୍ବର ଏସ୍‌ଜିଏମ୍‌ କୋର୍ଟରେ ଜାମିନ ନମଞ୍ଜୁର ହେବା ପରେ ଟୁଟୁ ନାୟକ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି। ଏହି ସମୟ ମଧ୍ୟରେ ସେ ଝାରପଡ଼ା ଜେଲରେ ରହିବେ। ଏହି ମାମଲାରେ ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟରେ ଆସନ୍ତା ୬ ତାରିଖ ଦିନ ପୁନଃ ଶୁଣାଣି ହେବ। ସରକାରୀ ଓକିଲ ଏହି ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର