ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ଯରେ ୧୯ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଶନିବାର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  ସତର୍କ ସୂଚନା ଜାରି କରାଯାଇଛି । ସତର୍କ ସୂଚନା ଜାରି ହୋଇଥିବା ୧୯ ଜିଲ୍ଲାଗୁଡିକ ହେଲେ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ରାୟଗଡା, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନୟାଗଡ, କଟକ, ଢେଙ୍କାନାଳ, ଅନୁଗୁଳ, ମୟିରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲାରେ କାଳବୈଶାଖୀ […]

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ଯରେ ୧୯ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଶନିବାର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ସତର୍କ ସୂଚନା ଜାରି ହୋଇଥିବା ୧୯ ଜିଲ୍ଲାଗୁଡିକ ହେଲେ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ରାୟଗଡା, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନୟାଗଡ, କଟକ, ଢେଙ୍କାନାଳ, ଅନୁଗୁଳ, ମୟିରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି । ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ  ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର