ଆଜି ଓଡ଼ିଶାରେ ପୁଣି ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

06 Jun 2021 By The Sakala

ଆଜି ଓଡ଼ିଶାରେ ପୁଣି ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।

https://www.thesakala.in/latest-odisha-news/today-42-people-died-in-odisha/article-2717
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର