ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବେ ରାଜ୍ୟ ସରକାର, ହସ୍ପିଟାଲରେ ବଢିବ ଶଯ୍ୟାସଂଖ୍ୟା

The Sakala Picture
Published On

ଭୁବନେଶ୍ବର: ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର । ପ୍ରତି ହସ୍ପିଟାଲରେ ବଢ଼ିବ ମେଡିକାଲ ଶଯ୍ୟା ସଂଖ୍ୟା । ବର୍ତ୍ତମାନ ରାଜ୍ୟରେ ଘରୋଇ ଓ ସରକାରୀ ହସ୍ପିଟାଲକୁ ମିଶାଇ ପାଖାପାଖି ୨୮ ହଜାର ବେଡ୍‌ ଅଛି । ସରକାରୀ ହସ୍ପିଟାଲରେ ୪୫ ହଜାରରୁ ୫୦ ହଜାରକୁ ବେଡ୍‌ ସଂଖ୍ୟା ବୃଦ୍ଧି କରିବାକୁ ଯୋଜନା ହୋଇଛି । ସେହିପରି ସବୁ PHCରେ ୨୪ ଘଣ୍ଟିଆ ସେବା ପାଇଁ ୬ଟି ବେଡ୍‌ ରହିବ । ରାଜ୍ୟରେ […]

ଭୁବନେଶ୍ବର: ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର । ପ୍ରତି ହସ୍ପିଟାଲରେ ବଢ଼ିବ ମେଡିକାଲ ଶଯ୍ୟା ସଂଖ୍ୟା । ବର୍ତ୍ତମାନ ରାଜ୍ୟରେ ଘରୋଇ ଓ ସରକାରୀ ହସ୍ପିଟାଲକୁ ମିଶାଇ ପାଖାପାଖି ୨୮ ହଜାର ବେଡ୍‌ ଅଛି । ସରକାରୀ ହସ୍ପିଟାଲରେ ୪୫ ହଜାରରୁ ୫୦ ହଜାରକୁ ବେଡ୍‌ ସଂଖ୍ୟା ବୃଦ୍ଧି କରିବାକୁ ଯୋଜନା ହୋଇଛି । ସେହିପରି ସବୁ PHCରେ ୨୪ ଘଣ୍ଟିଆ ସେବା ପାଇଁ ୬ଟି ବେଡ୍‌ ରହିବ । ରାଜ୍ୟରେ ଖୋଲିବ ନୂତନ ୩୦୬ PHC । ବର୍ତ୍ତମାନ ରାଜ୍ୟରେ ୧୨୩୬ଟି PHC ଅଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

CHCରେ ବେଡ ସଂଖ୍ୟା ବଢ଼ିବ । ପ୍ରତି CHCରେ ୩୦ ଲେଖାଏଁ ବେଡ଼ ରହିବ । PHS ୨୦୨୨ ନିୟମ ଅନୁସାରେ ଏ ସବୁ କାମ ପର୍ଯ୍ୟାୟ ଅନୁସାରେ କରାଯିବ । ପ୍ରତି ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲରେ ୩୦୦ ଲେଖାଏଁ ବେଡ ପାଇଁ କାମ ଚାଲିଛି । ଡାକ୍ତର ସଂଖ୍ୟା ବି ବଢିବ । ଏବେ ୧୧ଟି ମେଡିକାଲ କଲେଜ ଅଛି । ହସ୍ପିଟାଲ ଓ ମେଡିକାଲ କଲେଜ ବଢିବା ସହ ଡାକ୍ତର ସଂଖ୍ୟା ବଢିବ ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ବର୍ତ୍ତମାନ ରାଜ୍ୟରେ ୧୧୬ UPHC, ୭୫ CHC, ୭ UCHC, ୩୨ ଲେଖାଏଁ ଉପଜିଲ୍ଲା ହସ୍ପିଟାଲ ଓ ଜିଲ୍ଲା ମୁଖ୍ୟ ହସ୍ପିଟାଲ ରହିଛି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

11 Nov 2023 By The Sakala

ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବେ ରାଜ୍ୟ ସରକାର, ହସ୍ପିଟାଲରେ ବଢିବ ଶଯ୍ୟାସଂଖ୍ୟା

ଭୁବନେଶ୍ବର: ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର । ପ୍ରତି ହସ୍ପିଟାଲରେ ବଢ଼ିବ ମେଡିକାଲ ଶଯ୍ୟା ସଂଖ୍ୟା । ବର୍ତ୍ତମାନ ରାଜ୍ୟରେ ଘରୋଇ ଓ ସରକାରୀ ହସ୍ପିଟାଲକୁ ମିଶାଇ ପାଖାପାଖି ୨୮ ହଜାର ବେଡ୍‌ ଅଛି । ସରକାରୀ ହସ୍ପିଟାଲରେ ୪୫ ହଜାରରୁ ୫୦ ହଜାରକୁ ବେଡ୍‌ ସଂଖ୍ୟା ବୃଦ୍ଧି କରିବାକୁ ଯୋଜନା ହୋଇଛି । ସେହିପରି ସବୁ PHCରେ ୨୪ ଘଣ୍ଟିଆ ସେବା ପାଇଁ ୬ଟି ବେଡ୍‌ ରହିବ । ରାଜ୍ୟରେ ଖୋଲିବ ନୂତନ ୩୦୬ PHC । ବର୍ତ୍ତମାନ ରାଜ୍ୟରେ ୧୨୩୬ଟି PHC ଅଛି ।

CHCରେ ବେଡ ସଂଖ୍ୟା ବଢ଼ିବ । ପ୍ରତି CHCରେ ୩୦ ଲେଖାଏଁ ବେଡ଼ ରହିବ । PHS ୨୦୨୨ ନିୟମ ଅନୁସାରେ ଏ ସବୁ କାମ ପର୍ଯ୍ୟାୟ ଅନୁସାରେ କରାଯିବ । ପ୍ରତି ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲରେ ୩୦୦ ଲେଖାଏଁ ବେଡ ପାଇଁ କାମ ଚାଲିଛି । ଡାକ୍ତର ସଂଖ୍ୟା ବି ବଢିବ । ଏବେ ୧୧ଟି ମେଡିକାଲ କଲେଜ ଅଛି । ହସ୍ପିଟାଲ ଓ ମେଡିକାଲ କଲେଜ ବଢିବା ସହ ଡାକ୍ତର ସଂଖ୍ୟା ବଢିବ ।

ବର୍ତ୍ତମାନ ରାଜ୍ୟରେ ୧୧୬ UPHC, ୭୫ CHC, ୭ UCHC, ୩୨ ଲେଖାଏଁ ଉପଜିଲ୍ଲା ହସ୍ପିଟାଲ ଓ ଜିଲ୍ଲା ମୁଖ୍ୟ ହସ୍ପିଟାଲ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର