ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ଓ ନାଟମଣ୍ଡପ ମରାମତି ନିର୍ଦ୍ଦେଶ

The Sakala Picture
Published On

କଟକ: ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲା। ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଛି ହାଇକୋର୍ଟ। ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବେ। ଆସନ୍ତା  ଡିସେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

15 Nov 2023 By The Sakala

ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ଓ ନାଟମଣ୍ଡପ ମରାମତି ନିର୍ଦ୍ଦେଶ

କଟକ: ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲା। ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଛି ହାଇକୋର୍ଟ। ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବେ। ଆସନ୍ତା  ଡିସେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର