ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୬୧୧୮ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୫୩ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୬୫ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୧୯ ହଜାର ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୫୩ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୬୫ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୧୯ ହଜାର ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୯୫ ସଂକ୍ରମିତ । ସେହିଭଳି କଟକରୁ ୬୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଅନୁଗୁଳରୁ ୪୧୬, ବାଲେଶ୍ୱରରୁ ୧୯୫, ବରଗଡ଼ ୧୬୪, ଭଦ୍ରକ ୨୨୮, ବଲାଙ୍ଗୀର ୮୩, ବୌଦ୍ଧ ୧୧୨, କଟକ ୮୬୮, ଦେବଗଡ଼ ୨୯, ଢେଙ୍କାନାଳ ୧୨୩, ଗଜପତି ୩୦, ଗଞ୍ଜାମ ୯୬, ଜଗତସିଂହପୁର ୨୧୮, ଯାଜପୁର ୪୮୬, ଝାରସୁଗୁଡ଼ା ୮୬, କଳାହାଣ୍ଡି ୮୦ , କନ୍ଧମାଳ ୧୪୩, କେନ୍ଦ୍ରାପଡ଼ା ୨୨୭, କେନ୍ଦୁଝର ୧୫୫, କୋରାପୁଟ ୧୮୦, ମାଲକାନଗିରି ୧୦୭, ମୟୂରଭଞ୍ଜ ୩୫୨, ନବରଙ୍ଗପୁର ୧୬୬, ନୟାଗଡ଼ ୧୬୧, ନୂଆପଡ଼ା ୩୬, ପୁରୀ ୩୯୮, ରାୟଗଡ଼ା ୧୦୮, ସମ୍ୱଲପୁର ୧୦୩, ସୋନପୁର ୫୨, ସୁନ୍ଦରଗଡ଼ ୨୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

07 Jun 2021 By The Sakala

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୬୧୧୮ ପଜିଟିଭ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୫୩ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୬୫ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୧୯ ହଜାର ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୯୫ ସଂକ୍ରମିତ । ସେହିଭଳି କଟକରୁ ୬୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୪୧୬, ବାଲେଶ୍ୱରରୁ ୧୯୫, ବରଗଡ଼ ୧୬୪, ଭଦ୍ରକ ୨୨୮, ବଲାଙ୍ଗୀର ୮୩, ବୌଦ୍ଧ ୧୧୨, କଟକ ୮୬୮, ଦେବଗଡ଼ ୨୯, ଢେଙ୍କାନାଳ ୧୨୩, ଗଜପତି ୩୦, ଗଞ୍ଜାମ ୯୬, ଜଗତସିଂହପୁର ୨୧୮, ଯାଜପୁର ୪୮୬, ଝାରସୁଗୁଡ଼ା ୮୬, କଳାହାଣ୍ଡି ୮୦ , କନ୍ଧମାଳ ୧୪୩, କେନ୍ଦ୍ରାପଡ଼ା ୨୨୭, କେନ୍ଦୁଝର ୧୫୫, କୋରାପୁଟ ୧୮୦, ମାଲକାନଗିରି ୧୦୭, ମୟୂରଭଞ୍ଜ ୩୫୨, ନବରଙ୍ଗପୁର ୧୬୬, ନୟାଗଡ଼ ୧୬୧, ନୂଆପଡ଼ା ୩୬, ପୁରୀ ୩୯୮, ରାୟଗଡ଼ା ୧୦୮, ସମ୍ୱଲପୁର ୧୦୩, ସୋନପୁର ୫୨, ସୁନ୍ଦରଗଡ଼ ୨୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

https://www.thesakala.in/latest-odisha-news/another-6118-positives-were-detected-in-the-last-24-hours/article-2744
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର