ଚାଲିଚାଲି ଯାଉଥିବା ବେଳେ ପଛରୁ ଧକ୍କା ଦେଲା ଟ୍ରକ, ଯୁବକଙ୍କ ମୃତ୍ୟୁ

The Sakala Picture
Published On

ଭୁବନେଶ୍ବର: ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଦୁର୍ଘଟଣାରେ ନହରକଣ୍ଟା ଅଞ୍ଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।  ମୃତକ ହେଲେ ୩୫ ବାର୍ଷିୟ ବଦ୍ରୀନାଥ ପାତ୍ର । ଯୁବକ ଜଣକ ଚାଲିଚାଲି ଯାଉଥିବା ବେଳେ ତାଙ୍କୁ ପଛରୁ ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଉତ୍ତ୍ୟକ୍ତ ଲୋକେ ରାଜରାସ୍ତା ଅବରୋଧ କରିଥିଲେ। ରାସ୍ତା ରୋକ ଫଳରେ ଦୀର୍ଘ ସମୟ ଧରି ରାସ୍ତାରେ ଅଟକି ରହିଥିଲା ଶହଶହ ଗାଡି । […]

ଭୁବନେଶ୍ବର: ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଦୁର୍ଘଟଣାରେ ନହରକଣ୍ଟା ଅଞ୍ଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।  ମୃତକ ହେଲେ ୩୫ ବାର୍ଷିୟ ବଦ୍ରୀନାଥ ପାତ୍ର । ଯୁବକ ଜଣକ ଚାଲିଚାଲି ଯାଉଥିବା ବେଳେ ତାଙ୍କୁ ପଛରୁ ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଉତ୍ତ୍ୟକ୍ତ ଲୋକେ ରାଜରାସ୍ତା ଅବରୋଧ କରିଥିଲେ। ରାସ୍ତା ରୋକ ଫଳରେ ଦୀର୍ଘ ସମୟ ଧରି ରାସ୍ତାରେ ଅଟକି ରହିଥିଲା ଶହଶହ ଗାଡି । ଖବର ପାଇ ପାହାଳ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ପରେ ଅବରୋଧ ହଟିଛି। ଘଟଣାର ତଦନ୍ତ ଜାରି ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

19 Nov 2023 By The Sakala

ଚାଲିଚାଲି ଯାଉଥିବା ବେଳେ ପଛରୁ ଧକ୍କା ଦେଲା ଟ୍ରକ, ଯୁବକଙ୍କ ମୃତ୍ୟୁ

ଭୁବନେଶ୍ବର: ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଦୁର୍ଘଟଣାରେ ନହରକଣ୍ଟା ଅଞ୍ଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।  ମୃତକ ହେଲେ ୩୫ ବାର୍ଷିୟ ବଦ୍ରୀନାଥ ପାତ୍ର । ଯୁବକ ଜଣକ ଚାଲିଚାଲି ଯାଉଥିବା ବେଳେ ତାଙ୍କୁ ପଛରୁ ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଉତ୍ତ୍ୟକ୍ତ ଲୋକେ ରାଜରାସ୍ତା ଅବରୋଧ କରିଥିଲେ। ରାସ୍ତା ରୋକ ଫଳରେ ଦୀର୍ଘ ସମୟ ଧରି ରାସ୍ତାରେ ଅଟକି ରହିଥିଲା ଶହଶହ ଗାଡି । ଖବର ପାଇ ପାହାଳ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ପରେ ଅବରୋଧ ହଟିଛି। ଘଟଣାର ତଦନ୍ତ ଜାରି ରହିଛି।

https://www.thesakala.in/latest-odisha-news/truck-hit-from-behind-one-person-death/article-27453
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର