ଫେରିବ ‘ରାହାଗିରି’, ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ

The Sakala Picture
Published On

ଭୁବନେଶ୍ବର: ରାଜଧାନୀକୁ ପୁଣି ଫେରିବ ରାହାଗିରି। ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ । ଡିସେମ୍ବର ୧୦ ରବିବାର ଏବଂ ଜାନୁଆରୀ ମାସର ଦୁଇଟି ରବିବାର ଏହି ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ତିନୋଟି ଜୋନରେ ତିନୋଟି ରାହାଗିରି କରାଯିବ।   ରାହାଗିରି ପାଇଁ କମିଟି ଗଠନ କରିବ BMC। ରାହାଗିରିରେ ୩ଟି ନୂଆଁନୂଆଁ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। କମିଟି ନିଷ୍ପତି କ୍ରମେ କାର୍ଯ୍ୟକ୍ରମ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା 'ଅର୍ଣ୍ଣବ': ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପାଇଁ ରେଡ୍ ଆଲର୍ଟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର