ରାଜ୍ୟରେ ବର୍ଷା ଓ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ୧୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ଼, କଟକ , ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, କୋରାପୁଟ ଓ ମାଲକାନଗିରି। ଏହି ସବୁ ଜିଲ୍ଲାରେ ସନ୍ଧ୍ୟା ୫ଟାରୁ ଆଗାମୀ ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ […]

ଭୁବନେଶ୍ୱର: ରାଜ୍ଯରେ ୧୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ଼, କଟକ , ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, କୋରାପୁଟ ଓ ମାଲକାନଗିରି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଏହି ସବୁ ଜିଲ୍ଲାରେ ସନ୍ଧ୍ୟା ୫ଟାରୁ ଆଗାମୀ ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର