ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜିଠୁ +୨ ଫର୍ମ ପୂରଣ, ଫେବୃଆରୀ ୧୪ରୁ ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

The Sakala Picture
Published On

ଭୁବନେଶ୍ୱର: +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ରେଗୁଲାର୍‌‌ ପିଲାଙ୍କ ଫର୍ମପୂରଣ ପ୍ରକ୍ରିୟା ଆସନ୍ତାକାଲି ଅର୍ଥାତ୍‌‌ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହା ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ଯେଉଁମାନେ ଫର୍ମ ପୂରଣ କରିବେ ନାହିଁ, ସେମାନେ ଡିସେମ୍ବର ୧ରୁ ୭ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ। ପୁନର୍ବାର କୌଣସି ସମସ୍ୟା ପାଇଁ ଏହି ସମୟସୀମାରେ ଫର୍ମପୂରଣ କରି ନପାରିଲେ, ୪୫୦ଟଙ୍କା ଜରିମାନା […]

ଭୁବନେଶ୍ୱର: +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ରେଗୁଲାର୍‌‌ ପିଲାଙ୍କ ଫର୍ମପୂରଣ ପ୍ରକ୍ରିୟା ଆସନ୍ତାକାଲି ଅର୍ଥାତ୍‌‌ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହା ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ଯେଉଁମାନେ ଫର୍ମ ପୂରଣ କରିବେ ନାହିଁ, ସେମାନେ ଡିସେମ୍ବର ୧ରୁ ୭ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ। ପୁନର୍ବାର କୌଣସି ସମସ୍ୟା ପାଇଁ ଏହି ସମୟସୀମାରେ ଫର୍ମପୂରଣ କରି ନପାରିଲେ, ୪୫୦ଟଙ୍କା ଜରିମାନା ଦେଇ ଡିସେମ୍ବର ୬ ଓ ୭ତାରିଖରେ କରିପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

ସୂଚନା ଅନୁଯାୟୀ, +୨ ପରୀକ୍ଷା ଫେବୃଆରୀ ୧୪ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଜାନୁଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ପରୀକ୍ଷା ସୂଚୀ ପ୍ରକାଶ ପାଇବ। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୮୦ ପ୍ରତିଶତ ବାର୍ଷିକ ଓ ୨୦ ପ୍ରତିଶତ ଇଣ୍ଟରନାଲ୍‌‌ ପରୀକ୍ଷାର ୱେଟେଜ୍‌‌କୁ ନେଇ ଚୂଡ଼ାନ୍ତ ଫଳ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ କହିଛି।

ଆହୁରି ପଢ଼ନ୍ତୁ: ଦ୍ରୁତଗତିରେ ଆସି ହାଇୱାକୁ ପଛପଟୁ ଜୋରଦାର ଧକ୍କା ଦେଲା BMW କାର୍, ଦୁଇ ମୃତ

21 Nov 2023 By The Sakala

ଆଜିଠୁ +୨ ଫର୍ମ ପୂରଣ, ଫେବୃଆରୀ ୧୪ରୁ ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

ଭୁବନେଶ୍ୱର: +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ରେଗୁଲାର୍‌‌ ପିଲାଙ୍କ ଫର୍ମପୂରଣ ପ୍ରକ୍ରିୟା ଆସନ୍ତାକାଲି ଅର୍ଥାତ୍‌‌ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହା ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ଯେଉଁମାନେ ଫର୍ମ ପୂରଣ କରିବେ ନାହିଁ, ସେମାନେ ଡିସେମ୍ବର ୧ରୁ ୭ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ। ପୁନର୍ବାର କୌଣସି ସମସ୍ୟା ପାଇଁ ଏହି ସମୟସୀମାରେ ଫର୍ମପୂରଣ କରି ନପାରିଲେ, ୪୫୦ଟଙ୍କା ଜରିମାନା ଦେଇ ଡିସେମ୍ବର ୬ ଓ ୭ତାରିଖରେ କରିପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, +୨ ପରୀକ୍ଷା ଫେବୃଆରୀ ୧୪ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଜାନୁଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ପରୀକ୍ଷା ସୂଚୀ ପ୍ରକାଶ ପାଇବ। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୮୦ ପ୍ରତିଶତ ବାର୍ଷିକ ଓ ୨୦ ପ୍ରତିଶତ ଇଣ୍ଟରନାଲ୍‌‌ ପରୀକ୍ଷାର ୱେଟେଜ୍‌‌କୁ ନେଇ ଚୂଡ଼ାନ୍ତ ଫଳ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର