ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା, ଉଦଘାଟନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

The Sakala Picture
Published On

କଟକ: ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମ ମଧ୍ୟରେ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି । ଅର୍ଥମନ୍ତ୍ରୀଙ୍କ ସମେତ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଦଘାଟନୀ ସନ୍ଧ୍ୟାରେ ଅନ୍ୟତମ ଅତିଥି ଭାବରେ ଯୋଗ ଦେଇଥିଲେ । ଐତିହାସିକ ବାଲିଯାତ୍ରାର ପ୍ରଥମ ଦିନରୁ ହିଁ ଲୋକଙ୍କ ମଧ୍ୟରେ ଉତ୍ସାହ ବହୁତ ଅଧିକା ଥିବା ଜଣାପଡିଛି । ଚଳିତ ବର୍ଷ ବାଲିଯାତ୍ରାରେ ୧୨୦୦ରୁ ଉର୍ଦ୍ଧ୍ବ ଷ୍ଟଲ ଖୋଲିଛି । ପ୍ରଥମ ଦିନରେ […]

କଟକ: ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମ ମଧ୍ୟରେ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି । ଅର୍ଥମନ୍ତ୍ରୀଙ୍କ ସମେତ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଦଘାଟନୀ ସନ୍ଧ୍ୟାରେ ଅନ୍ୟତମ ଅତିଥି ଭାବରେ ଯୋଗ ଦେଇଥିଲେ । ଐତିହାସିକ ବାଲିଯାତ୍ରାର ପ୍ରଥମ ଦିନରୁ ହିଁ ଲୋକଙ୍କ ମଧ୍ୟରେ ଉତ୍ସାହ ବହୁତ ଅଧିକା ଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

ଚଳିତ ବର୍ଷ ବାଲିଯାତ୍ରାରେ ୧୨୦୦ରୁ ଉର୍ଦ୍ଧ୍ବ ଷ୍ଟଲ ଖୋଲିଛି । ପ୍ରଥମ ଦିନରେ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଛି ଓରମାସ ଓ ମିଶନ ଶକ୍ତିର ଷ୍ଟଲ । ପାଗ ଅନୁକୂଳ ଥିବାରୁ ଉଦଘାଟନୀ ସନ୍ଧ୍ୟାରେ ଲକ୍ଷାଧିକ ଲୋକଙ୍କ ଗହଳି ଦେଖିବାକୁ ମିଳିଛି । ଐତିହାସିକ ବାଲିଯାତ୍ରାରେ ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କୁ ଅଧିକ କଡାକଡି କରାଯାଇଛି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

27 Nov 2023 By The Sakala

ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା, ଉଦଘାଟନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

କଟକ: ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମ ମଧ୍ୟରେ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି । ଅର୍ଥମନ୍ତ୍ରୀଙ୍କ ସମେତ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଦଘାଟନୀ ସନ୍ଧ୍ୟାରେ ଅନ୍ୟତମ ଅତିଥି ଭାବରେ ଯୋଗ ଦେଇଥିଲେ । ଐତିହାସିକ ବାଲିଯାତ୍ରାର ପ୍ରଥମ ଦିନରୁ ହିଁ ଲୋକଙ୍କ ମଧ୍ୟରେ ଉତ୍ସାହ ବହୁତ ଅଧିକା ଥିବା ଜଣାପଡିଛି ।

ଚଳିତ ବର୍ଷ ବାଲିଯାତ୍ରାରେ ୧୨୦୦ରୁ ଉର୍ଦ୍ଧ୍ବ ଷ୍ଟଲ ଖୋଲିଛି । ପ୍ରଥମ ଦିନରେ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଛି ଓରମାସ ଓ ମିଶନ ଶକ୍ତିର ଷ୍ଟଲ । ପାଗ ଅନୁକୂଳ ଥିବାରୁ ଉଦଘାଟନୀ ସନ୍ଧ୍ୟାରେ ଲକ୍ଷାଧିକ ଲୋକଙ୍କ ଗହଳି ଦେଖିବାକୁ ମିଳିଛି । ଐତିହାସିକ ବାଲିଯାତ୍ରାରେ ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କୁ ଅଧିକ କଡାକଡି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର