ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ,୩ରେ ବାତ୍ୟା

The Sakala Picture
Published On

ଭୁବନେଶ୍ବର:  ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତରେ ପରିଣତ ହୋଇଛି । ପୁଡୁଚେରୀଠାରୁ ୭୯୦ , ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । କାଲିସୁଦ୍ଧା ଗଭୀର ଅବପାତରେ ପରିଣତ ହେବ । ୩ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗାପସାଗରରେ ବାତ୍ୟା ସୃଷ୍ଟି ହେବ । ୪ ତାରିଖ […]

ଭୁବନେଶ୍ବର:  ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତରେ ପରିଣତ ହୋଇଛି । ପୁଡୁଚେରୀଠାରୁ ୭୯୦ , ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । କାଲିସୁଦ୍ଧା ଗଭୀର ଅବପାତରେ ପରିଣତ ହେବ । ୩ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗାପସାଗରରେ ବାତ୍ୟା ସୃଷ୍ଟି ହେବ । ୪ ତାରିଖ ସନ୍ଧ୍ୟାରେ ଏହା ଉପକୂଳ ଛୁଇଁବ । ଚେନ୍ନାଇ ଓ ମଚ୍ଛଲିପଟନମ୍ ମଝିରେ ବାତ୍ୟା ଉପକୂଳ ଛୁଇଁବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଏହାର ପ୍ରଭାବରେ ଡିସେମ୍ବର ୪ ଓ ୫ ତାରିଖରେ ଦକ୍ଷିଣ ଉପକୂଳ ଜିଲ୍ଲା ଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ଓ ୬ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

01 Dec 2023 By The Sakala

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ,୩ରେ ବାତ୍ୟା

ଭୁବନେଶ୍ବର:  ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତରେ ପରିଣତ ହୋଇଛି । ପୁଡୁଚେରୀଠାରୁ ୭୯୦ , ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । କାଲିସୁଦ୍ଧା ଗଭୀର ଅବପାତରେ ପରିଣତ ହେବ । ୩ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗାପସାଗରରେ ବାତ୍ୟା ସୃଷ୍ଟି ହେବ । ୪ ତାରିଖ ସନ୍ଧ୍ୟାରେ ଏହା ଉପକୂଳ ଛୁଇଁବ । ଚେନ୍ନାଇ ଓ ମଚ୍ଛଲିପଟନମ୍ ମଝିରେ ବାତ୍ୟା ଉପକୂଳ ଛୁଇଁବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଡିସେମ୍ବର ୪ ଓ ୫ ତାରିଖରେ ଦକ୍ଷିଣ ଉପକୂଳ ଜିଲ୍ଲା ଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ଓ ୬ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର