ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

The Sakala Picture
Published On

ଅନୁଗୋଳ: ଭିଜିଲାନ୍ସ ଜାଲରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକର ବରିଷ୍ଠ କିରାଣୀ ନିତ୍ୟାନନ୍ଦ ଗାଇଗରିଆ । ଜଣେ ସରକାରୀ କର୍ମଚାରୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ଜୁନିୟର ଆସିଷ୍ଟାଣ୍ଟ ପୁର୍ଣ୍ଣଚନ୍ଦ୍ର ଭୁକ୍ତାଙ୍କ ଦରମା କରାଇ ଦେବାକୁ ୧୦ ହଜାର ଲାଞ୍ଚ ମାଗିଥିଲେ ନିତ୍ୟାନନ୍ଦ। ଏ ନେଇ ସଂପୃକ୍ତ କର୍ମଚାରୀ ଫେରାଦ ହେଲା ପରେ ବରିଷ୍ଠ କିରାଣିଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କା ଜବତ ହେଲାପରେ […]

ଅନୁଗୋଳ: ଭିଜିଲାନ୍ସ ଜାଲରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକର ବରିଷ୍ଠ କିରାଣୀ ନିତ୍ୟାନନ୍ଦ ଗାଇଗରିଆ । ଜଣେ ସରକାରୀ କର୍ମଚାରୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ଜୁନିୟର ଆସିଷ୍ଟାଣ୍ଟ ପୁର୍ଣ୍ଣଚନ୍ଦ୍ର ଭୁକ୍ତାଙ୍କ ଦରମା କରାଇ ଦେବାକୁ ୧୦ ହଜାର ଲାଞ୍ଚ ମାଗିଥିଲେ ନିତ୍ୟାନନ୍ଦ। ଏ ନେଇ ସଂପୃକ୍ତ କର୍ମଚାରୀ ଫେରାଦ ହେଲା ପରେ ବରିଷ୍ଠ କିରାଣିଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କା ଜବତ ହେଲାପରେ ନିତ୍ୟାନନ୍ଦ ଗାଇଗରିଆଙ୍କ ୩ଟି ଠିକଣାରେ ଚଢ଼ାଉ କରୁଛି ଭିଜିଲାନ୍ସ ବିଭାଗ । ଆୟ ବହିର୍ଭୂତ ସଂପତ୍ତି ଠୁଳ ସନ୍ଦେହରେ ଏହି ଚଢ଼ାଉ କରାଯାଉଛି।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

04 Dec 2023 By The Sakala

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

ଅନୁଗୋଳ: ଭିଜିଲାନ୍ସ ଜାଲରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକର ବରିଷ୍ଠ କିରାଣୀ ନିତ୍ୟାନନ୍ଦ ଗାଇଗରିଆ । ଜଣେ ସରକାରୀ କର୍ମଚାରୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ଜୁନିୟର ଆସିଷ୍ଟାଣ୍ଟ ପୁର୍ଣ୍ଣଚନ୍ଦ୍ର ଭୁକ୍ତାଙ୍କ ଦରମା କରାଇ ଦେବାକୁ ୧୦ ହଜାର ଲାଞ୍ଚ ମାଗିଥିଲେ ନିତ୍ୟାନନ୍ଦ। ଏ ନେଇ ସଂପୃକ୍ତ କର୍ମଚାରୀ ଫେରାଦ ହେଲା ପରେ ବରିଷ୍ଠ କିରାଣିଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କା ଜବତ ହେଲାପରେ ନିତ୍ୟାନନ୍ଦ ଗାଇଗରିଆଙ୍କ ୩ଟି ଠିକଣାରେ ଚଢ଼ାଉ କରୁଛି ଭିଜିଲାନ୍ସ ବିଭାଗ । ଆୟ ବହିର୍ଭୂତ ସଂପତ୍ତି ଠୁଳ ସନ୍ଦେହରେ ଏହି ଚଢ଼ାଉ କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର