ବାସ୍ତବ ରୂପ ନେବାକୁ ଯାଉଛି ପଦମପୁରବାସୀଙ୍କ ସ୍ବପ୍ନ, ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପ୍ରକ୍ରିୟା ଆରମ୍ଭ

The Sakala Picture
Published On

ପଦମପୁର: ବାସ୍ତବ ରୂପ ନେବାକୁ ଯାଉଛି ପଦମପୁରବାସୀଙ୍କ ସ୍ବପ୍ନ । ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ ପଦମପୁର । ପଦମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥାନ ନିରୁପଣ ପାଇଁ ପଦମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି ଆରଡିସି ସୁରେଶ ଚନ୍ଦ୍ର ଦଳାଇ । ଆରଡିସିଙ୍କ ଅଧ୍ୟକ୍ଷତାରେ ଏକ […]

ପଦମପୁର: ବାସ୍ତବ ରୂପ ନେବାକୁ ଯାଉଛି ପଦମପୁରବାସୀଙ୍କ ସ୍ବପ୍ନ । ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ ପଦମପୁର । ପଦମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥାନ ନିରୁପଣ ପାଇଁ ପଦମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି ଆରଡିସି ସୁରେଶ ଚନ୍ଦ୍ର ଦଳାଇ । ଆରଡିସିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଛି ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ବିଭିନ୍ନ ସ୍ଥାନ ପରିଦର୍ଶନ କରି ଅନୁଧ୍ୟାନ କରାଯାଉଛି । ପଦମପୁରକୁ ବର୍ଷେ ଭିତରେ ଜିଲ୍ଲା ମାନ୍ୟତା ଦିଆଯିବା ନେଇ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତବର୍ଷ ହିଁ ପଦମପୁରବାସୀଙ୍କ ଜିଲ୍ଲା ସ୍ବପ୍ନ ସତ ହେବ ବୋଲି ନବୀନ କହିଥିଲେ । ଜିଲ୍ଲା ଗଠନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବାରୁ ପଦମପୁରବାସୀଙ୍କ ମନରେ ଉତ୍ସାହ ଦେଖାଦେଇଛି । ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି ତାହା କରିକି ଦେଖାନ୍ତି । ଯାହାକି ପୁଣି ଥରେ ପ୍ରମାଣିତ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପଦମପୁରବାସୀ ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

04 Dec 2023 By The Sakala

ବାସ୍ତବ ରୂପ ନେବାକୁ ଯାଉଛି ପଦମପୁରବାସୀଙ୍କ ସ୍ବପ୍ନ, ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପ୍ରକ୍ରିୟା ଆରମ୍ଭ

ପଦମପୁର: ବାସ୍ତବ ରୂପ ନେବାକୁ ଯାଉଛି ପଦମପୁରବାସୀଙ୍କ ସ୍ବପ୍ନ । ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ ପଦମପୁର । ପଦମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥାନ ନିରୁପଣ ପାଇଁ ପଦମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି ଆରଡିସି ସୁରେଶ ଚନ୍ଦ୍ର ଦଳାଇ । ଆରଡିସିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଛି ।

ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ବିଭିନ୍ନ ସ୍ଥାନ ପରିଦର୍ଶନ କରି ଅନୁଧ୍ୟାନ କରାଯାଉଛି । ପଦମପୁରକୁ ବର୍ଷେ ଭିତରେ ଜିଲ୍ଲା ମାନ୍ୟତା ଦିଆଯିବା ନେଇ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତବର୍ଷ ହିଁ ପଦମପୁରବାସୀଙ୍କ ଜିଲ୍ଲା ସ୍ବପ୍ନ ସତ ହେବ ବୋଲି ନବୀନ କହିଥିଲେ । ଜିଲ୍ଲା ଗଠନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବାରୁ ପଦମପୁରବାସୀଙ୍କ ମନରେ ଉତ୍ସାହ ଦେଖାଦେଇଛି । ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି ତାହା କରିକି ଦେଖାନ୍ତି । ଯାହାକି ପୁଣି ଥରେ ପ୍ରମାଣିତ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପଦମପୁରବାସୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର