ବାତ୍ୟା ‘ମିଗଜୋମ୍‌ ପ୍ରଭାବ: ପ୍ରବଳ ବର୍ଷା ସମ୍ଭାବନା ନେଇ ଗଜପତିରେ ସମସ୍ତ ସ୍କୁଲ ଛୁଟି ଘୋଷଣା

The Sakala Picture
Published On

ଭୁବେଶ୍ବର: ବାତ୍ୟା ମିଚାଉଁ (ବର୍ମୀୟ ଭାଷାରେ ମିଗ୍‌‌ଜୋମ୍‌‌)ର ପ୍ରଭାବ ଓଡ଼ିଶାରେ ଆରମ୍ଭ ହୋଇଯାଇଛି। ଆଜି ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳରେ ସ୍ୱଳ୍ପ ବର୍ଷା ହୋଇଛି। ଆସନ୍ତା କାଲିଠାରୁ ଏହାର ପ୍ରକୋପ ବୃଦ୍ଧି ପାଇବା ସହ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷକରି ଦକ୍ଷିଣ ଉପକୂଳ ଓ ଓଡ଼ିଶାର ଆନ୍ଧ୍ର ସୀମାନ୍ତବର୍ତ୍ତୀ କିଛି ଜିଲ୍ଲାରେ ବର୍ଷା ଓ ପବନର ପ୍ରଭାବ ରହିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର […]

ଭୁବେଶ୍ବର: ବାତ୍ୟା ମିଚାଉଁ (ବର୍ମୀୟ ଭାଷାରେ ମିଗ୍‌‌ଜୋମ୍‌‌)ର ପ୍ରଭାବ ଓଡ଼ିଶାରେ ଆରମ୍ଭ ହୋଇଯାଇଛି। ଆଜି ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳରେ ସ୍ୱଳ୍ପ ବର୍ଷା ହୋଇଛି। ଆସନ୍ତା କାଲିଠାରୁ ଏହାର ପ୍ରକୋପ ବୃଦ୍ଧି ପାଇବା ସହ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷକରି ଦକ୍ଷିଣ ଉପକୂଳ ଓ ଓଡ଼ିଶାର ଆନ୍ଧ୍ର ସୀମାନ୍ତବର୍ତ୍ତୀ କିଛି ଜିଲ୍ଲାରେ ବର୍ଷା ଓ ପବନର ପ୍ରଭାବ ରହିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ବାତ୍ୟା ‘ମିଗଜୋମ’ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତିରେ କାଲି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ସବୁ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆଶଙ୍କା ଥିବାରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ଗଜପତି ଜିଲ୍ଲାପାଳ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

05 Dec 2023 By The Sakala

ବାତ୍ୟା ‘ମିଗଜୋମ୍‌ ପ୍ରଭାବ: ପ୍ରବଳ ବର୍ଷା ସମ୍ଭାବନା ନେଇ ଗଜପତିରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବେଶ୍ବର: ବାତ୍ୟା ମିଚାଉଁ (ବର୍ମୀୟ ଭାଷାରେ ମିଗ୍‌‌ଜୋମ୍‌‌)ର ପ୍ରଭାବ ଓଡ଼ିଶାରେ ଆରମ୍ଭ ହୋଇଯାଇଛି। ଆଜି ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳରେ ସ୍ୱଳ୍ପ ବର୍ଷା ହୋଇଛି। ଆସନ୍ତା କାଲିଠାରୁ ଏହାର ପ୍ରକୋପ ବୃଦ୍ଧି ପାଇବା ସହ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷକରି ଦକ୍ଷିଣ ଉପକୂଳ ଓ ଓଡ଼ିଶାର ଆନ୍ଧ୍ର ସୀମାନ୍ତବର୍ତ୍ତୀ କିଛି ଜିଲ୍ଲାରେ ବର୍ଷା ଓ ପବନର ପ୍ରଭାବ ରହିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି।

ବାତ୍ୟା ‘ମିଗଜୋମ’ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତିରେ କାଲି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ସବୁ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆଶଙ୍କା ଥିବାରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ଗଜପତି ଜିଲ୍ଲାପାଳ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର