୩ କୋଟି ୩୩ ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲା: ଦୁଇ ପୂର୍ବତନ ବ୍ୟାଙ୍କ୍ ଅଧିକାରୀଙ୍କୁ ଗିରଫ କଲା EOW

The Sakala Picture
Published On

ଭୁବନେଶ୍ବର: ୩ କୋଟି ୩୩ ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲାରେ ଦୁଇ ଜଣ ଗିରଫ । ଦୁଇ ପୂର୍ବତନ ବ୍ୟାଙ୍କ୍ ଅଧିକାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ଡମ୍ବୁରୁଧର ନାୟକ ଓ ପୂର୍ବତନ ଆଗ୍ରୀକଲଚରାଲ ଫାଇନାନ୍ସ ଅଫିସର ଦେବିଦତ୍ତ ପାଣିଗ୍ରାହୀ ଗିରଫ ହୋଇଛନ୍ତି । କେନ୍ଦୁଝର ଓ ଭୁବନେଶ୍ବରରୁ ଏମାନଙ୍କୁ ଗିରଫ କରିଛି ଇଓଡବ୍ଲୁ । ସେଣ୍ଟ୍ରାଲ ବ୍ୟାଙ୍କର ରିଜିଓନାଲ ମୁଖ୍ୟ ଏମାନଙ୍କ ନାଁରେ […]

ଭୁବନେଶ୍ବର: ୩ କୋଟି ୩୩ ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲାରେ ଦୁଇ ଜଣ ଗିରଫ । ଦୁଇ ପୂର୍ବତନ ବ୍ୟାଙ୍କ୍ ଅଧିକାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ଡମ୍ବୁରୁଧର ନାୟକ ଓ ପୂର୍ବତନ ଆଗ୍ରୀକଲଚରାଲ ଫାଇନାନ୍ସ ଅଫିସର ଦେବିଦତ୍ତ ପାଣିଗ୍ରାହୀ ଗିରଫ ହୋଇଛନ୍ତି । କେନ୍ଦୁଝର ଓ ଭୁବନେଶ୍ବରରୁ ଏମାନଙ୍କୁ ଗିରଫ କରିଛି ଇଓଡବ୍ଲୁ । ସେଣ୍ଟ୍ରାଲ ବ୍ୟାଙ୍କର ରିଜିଓନାଲ ମୁଖ୍ୟ ଏମାନଙ୍କ ନାଁରେ ଠକେଇ ଅଭିଯୋଗ କରିଥିଲେ । ୨୦୧୫ ରୁ ୨୦୧୮ ଭିତରେ ହୋଇଥିଲା ଏହି ଦୁର୍ନୀତି ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

ସେଣ୍ଟ୍ରାଲ କିଷାନ କ୍ରେଡିଟ୍ କାର୍ଡ ନାଁରେ କରାଯାଇଥିଲା ଦୁର୍ନୀତି । ବେଆଇନ ଭାବେ ନକଲି ହିତାଧିକାରୀଙ୍କୁ ଦର୍ଶାଇ ଟଙ୍କା ଚଳୁ କରିବା ସହ ସବସିଡ୍ ଟଙ୍କା ମଧ୍ୟ ହଡ଼ପ କରିଥିବା ଅଭିଯୋଗ ହୋଇଥିଲା । ୩ କୋଟି ୩୩ଲକ୍ଷ ୫୨ ହଜାର ୬୦୨କୋଟି ଟଙ୍କାର ଠକେଇ ଅଭିଯୋଗ ନେଇ ବ୍ୟାଙ୍କର ଭୁବନେଶ୍ବର ଆଞ୍ଚଳିକ ମୁଖ୍ୟ ଇଓଡବ୍ଲୁର ଦ୍ବାରସ୍ଥ ହୋଇଥିଲେ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

08 Dec 2023 By The Sakala

୩ କୋଟି ୩୩ ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲା: ଦୁଇ ପୂର୍ବତନ ବ୍ୟାଙ୍କ୍ ଅଧିକାରୀଙ୍କୁ ଗିରଫ କଲା EOW

ଭୁବନେଶ୍ବର: ୩ କୋଟି ୩୩ ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲାରେ ଦୁଇ ଜଣ ଗିରଫ । ଦୁଇ ପୂର୍ବତନ ବ୍ୟାଙ୍କ୍ ଅଧିକାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ଡମ୍ବୁରୁଧର ନାୟକ ଓ ପୂର୍ବତନ ଆଗ୍ରୀକଲଚରାଲ ଫାଇନାନ୍ସ ଅଫିସର ଦେବିଦତ୍ତ ପାଣିଗ୍ରାହୀ ଗିରଫ ହୋଇଛନ୍ତି । କେନ୍ଦୁଝର ଓ ଭୁବନେଶ୍ବରରୁ ଏମାନଙ୍କୁ ଗିରଫ କରିଛି ଇଓଡବ୍ଲୁ । ସେଣ୍ଟ୍ରାଲ ବ୍ୟାଙ୍କର ରିଜିଓନାଲ ମୁଖ୍ୟ ଏମାନଙ୍କ ନାଁରେ ଠକେଇ ଅଭିଯୋଗ କରିଥିଲେ । ୨୦୧୫ ରୁ ୨୦୧୮ ଭିତରେ ହୋଇଥିଲା ଏହି ଦୁର୍ନୀତି ।

ସେଣ୍ଟ୍ରାଲ କିଷାନ କ୍ରେଡିଟ୍ କାର୍ଡ ନାଁରେ କରାଯାଇଥିଲା ଦୁର୍ନୀତି । ବେଆଇନ ଭାବେ ନକଲି ହିତାଧିକାରୀଙ୍କୁ ଦର୍ଶାଇ ଟଙ୍କା ଚଳୁ କରିବା ସହ ସବସିଡ୍ ଟଙ୍କା ମଧ୍ୟ ହଡ଼ପ କରିଥିବା ଅଭିଯୋଗ ହୋଇଥିଲା । ୩ କୋଟି ୩୩ଲକ୍ଷ ୫୨ ହଜାର ୬୦୨କୋଟି ଟଙ୍କାର ଠକେଇ ଅଭିଯୋଗ ନେଇ ବ୍ୟାଙ୍କର ଭୁବନେଶ୍ବର ଆଞ୍ଚଳିକ ମୁଖ୍ୟ ଇଓଡବ୍ଲୁର ଦ୍ବାରସ୍ଥ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର