ସୁନ୍ଦରଗଡ଼ରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁନ୍ଦରଗଡ଼ବାସୀଙ୍କ ପ୍ରଶଂସା

The Sakala Picture
Published On

ଭୁବନେଶ୍ୱର: ରାଉରକେଲା ସହରର ବିପିୟୁଟି ପରିସରରେ ଦେଶର ସର୍ବ  ବୃହତ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଜାରି ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାପାଳ ଆଜି କାର୍ଯ୍ଯ ତଦାରଖ କରିଛନ୍ତି। ରାଉରକେଲା ସହରରେ ଆନ୍ତର୍ଜାତୀୟ ସ୍ତରର ହକି ଷ୍ଟାଡିୟମ୍ ନିର୍ମାଣ କରି ୨୦୨୩ ପୁରୁଷ ବିଶ୍ୱକପ୍‌ ହକି ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷ୍ଟାଡିୟମ୍ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ରାଉରକେଲା ସହରରେ ଦେଶର ସର୍ବ ବୃହତ […]

ଭୁବନେଶ୍ୱର: ରାଉରକେଲା ସହରର ବିପିୟୁଟି ପରିସରରେ ଦେଶର ସର୍ବ  ବୃହତ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଜାରି ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାପାଳ ଆଜି କାର୍ଯ୍ଯ ତଦାରଖ କରିଛନ୍ତି। ରାଉରକେଲା ସହରରେ ଆନ୍ତର୍ଜାତୀୟ ସ୍ତରର ହକି ଷ୍ଟାଡିୟମ୍ ନିର୍ମାଣ କରି ୨୦୨୩ ପୁରୁଷ ବିଶ୍ୱକପ୍‌ ହକି ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷ୍ଟାଡିୟମ୍ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ରାଉରକେଲା ସହରରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଆରମ୍ଭ ହୋଇଥିବାରୁ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

୧୩୦ କୋଟି ଟଙ୍କା ବ୍ୟୟ ଅଟକଳରେ ଆସନ୍ତା ଏକ ବର୍ଷ ମଧ୍ୟରେ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ଯ କରାଯାଇଛି।ଏଥିପାଇଁ ରାଉରକେଲା ସହରର ବିପିୟୁଟି ପରିସରରେ ଦେଶର ସର୍ବ ବୃହତ ତଥା ଆନ୍ତର୍ଜାତୀୟ ସ୍ତରରେ ହକି ଷ୍ଟାଡିୟମ୍ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଫେବୃଆରୀ ମାସ ୧୬ ତାରିଖ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

ଏହି ନୂତନ ହକି ଷ୍ଟାଡିୟମ ବିଶିଷ୍ଟ ସ୍ଵାଧିନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ ହୋଇଛି । ରାଉରକେଲା ସହରରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଆଜିଠାରୁ ଆରମ୍ଭ ହେବାପରେ ସୁନ୍ଦରଗଡ଼ ଜିଲ୍ଲାର ହକି ଖେଳାଳୀ, ହକି କୋଚ ଓ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛନ୍ତି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରା ଜଗନ୍ନାଥ ସଂସ୍କୃତିକୁ ଅପମାନ: ଇସ୍କନର ମନମାନି ପାଇଁ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ଓଡ଼ିଆ ଅସ୍ମିତା ପରିଷଦ

09 Jun 2021 By The Sakala

ସୁନ୍ଦରଗଡ଼ରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁନ୍ଦରଗଡ଼ବାସୀଙ୍କ ପ୍ରଶଂସା

ଭୁବନେଶ୍ୱର: ରାଉରକେଲା ସହରର ବିପିୟୁଟି ପରିସରରେ ଦେଶର ସର୍ବ  ବୃହତ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଜାରି ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାପାଳ ଆଜି କାର୍ଯ୍ଯ ତଦାରଖ କରିଛନ୍ତି। ରାଉରକେଲା ସହରରେ ଆନ୍ତର୍ଜାତୀୟ ସ୍ତରର ହକି ଷ୍ଟାଡିୟମ୍ ନିର୍ମାଣ କରି ୨୦୨୩ ପୁରୁଷ ବିଶ୍ୱକପ୍‌ ହକି ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷ୍ଟାଡିୟମ୍ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ରାଉରକେଲା ସହରରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଆରମ୍ଭ ହୋଇଥିବାରୁ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

୧୩୦ କୋଟି ଟଙ୍କା ବ୍ୟୟ ଅଟକଳରେ ଆସନ୍ତା ଏକ ବର୍ଷ ମଧ୍ୟରେ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ଯ କରାଯାଇଛି।ଏଥିପାଇଁ ରାଉରକେଲା ସହରର ବିପିୟୁଟି ପରିସରରେ ଦେଶର ସର୍ବ ବୃହତ ତଥା ଆନ୍ତର୍ଜାତୀୟ ସ୍ତରରେ ହକି ଷ୍ଟାଡିୟମ୍ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଫେବୃଆରୀ ମାସ ୧୬ ତାରିଖ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ନୂତନ ହକି ଷ୍ଟାଡିୟମ ବିଶିଷ୍ଟ ସ୍ଵାଧିନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ ହୋଇଛି । ରାଉରକେଲା ସହରରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ଯ ଆଜିଠାରୁ ଆରମ୍ଭ ହେବାପରେ ସୁନ୍ଦରଗଡ଼ ଜିଲ୍ଲାର ହକି ଖେଳାଳୀ, ହକି କୋଚ ଓ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର