ପୁରୀ ଗସ୍ତକରି ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

The Sakala Picture
Published On

ପୁରୀ: ପୁରୀ ଗସ୍ତକରି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଏହାପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି । ଅଧିକାରୀମାନଙ୍କ ସହ ଆଲୋଚନା କରିବା […]

ପୁରୀ: ପୁରୀ ଗସ୍ତକରି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଏହାପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି । ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ଼ ଚଲାପଥ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ମଧ୍ୟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ରହି 5ଟି ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

09 Dec 2023 By The Sakala

ପୁରୀ ଗସ୍ତକରି ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ପୁରୀ: ପୁରୀ ଗସ୍ତକରି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଏହାପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି । ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ ।

ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ଼ ଚଲାପଥ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ମଧ୍ୟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ରହି 5ଟି ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର