ରାଜ୍ଯର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ- ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁର ଓ ଦେବଗଡ଼। ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି […]

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ଏହି ଜିଲ୍ଲାଗୁଡ଼ିକ ହେଲେ- ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁର ଓ ଦେବଗଡ଼।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ। ତେଣୁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱା‌ର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର