ଜେଲ୍‌ ଯିବା ମୋ ପାଇଁ ସୁବର୍ଣ୍ଣ ସୁଯୋଗ ଥିଲା: ଅର୍ଚ୍ଚନା ନାଗ

The Sakala Picture
Published On

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍‌ ମାମଲା । ୧୪ ମାସ ପରେ ଭୁବନେଶ୍ବର ଝାରପଡ଼ା ଜେଲ୍‌ ରୁ ମୁକୁଳିଛନ୍ତି ଅର୍ଚ୍ଚନା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଛି ସର୍ତ୍ତ ମୂଳକ ଜାମିନ । ଅର୍ଚ୍ଚନା ଆଇନ ବିଭାଗର ଛାତ୍ରୀ ଅଟନ୍ତି। ଆଜି ତାଙ୍କର ଆଇନ ପରୀକ୍ଷା ଥିଲା।  ତେବେ ଜେଲରୁ ବାହାରିବା ପରେ କୋର୍ଟଙ୍କ ଦ୍ବାରସ୍ଥ ହେବି ବୋଲି କହିଛନ୍ତି ଅର୍ଚ୍ଚନା । ପୂର୍ବରୁ ସ୍ୱାମୀ ଜଗବନ୍ଧୁଙ୍କୁ ମିଳିଥିଲା ଜାମିନ । ଇଡି […]

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍‌ ମାମଲା । ୧୪ ମାସ ପରେ ଭୁବନେଶ୍ବର ଝାରପଡ଼ା ଜେଲ୍‌ ରୁ ମୁକୁଳିଛନ୍ତି ଅର୍ଚ୍ଚନା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଛି ସର୍ତ୍ତ ମୂଳକ ଜାମିନ । ଅର୍ଚ୍ଚନା ଆଇନ ବିଭାଗର ଛାତ୍ରୀ ଅଟନ୍ତି। ଆଜି ତାଙ୍କର ଆଇନ ପରୀକ୍ଷା ଥିଲା।  ତେବେ ଜେଲରୁ ବାହାରିବା ପରେ କୋର୍ଟଙ୍କ ଦ୍ବାରସ୍ଥ ହେବି ବୋଲି କହିଛନ୍ତି ଅର୍ଚ୍ଚନା । ପୂର୍ବରୁ ସ୍ୱାମୀ ଜଗବନ୍ଧୁଙ୍କୁ ମିଳିଥିଲା ଜାମିନ । ଇଡି ଓ କମିଶନରେଟ ପୁଲିସ ଉଭୟଙ୍କ ବିରୋଧରେ କେସ କରିଥିଲା ।

ଆହୁରି ପଢ଼ନ୍ତୁ: ବୌଦ୍ଧରେ BLOଙ୍କ ଆତ୍ମହତ୍ୟା: SIR କାର୍ଯ୍ୟ ପାଇଁ ମାନସିକ ଚାପ ଓ ଅଧିକାରୀଙ୍କ ଧମକ ଯୋଗୁଁ ଜୀବନ ହାରିଥିବା ଅଭିଯୋଗ

ପରୀକ୍ଷା ଦେଇ ବାହାରିବା ପରେ  ଅର୍ଚ୍ଚନା କହିଥିଲେ ଯେ, ମୁଁ ସବୁ ସାମ୍ନା କରିବି, ମୁଣ୍ଡ ନୁଆଁଇବା ପିଲା ମୁଁ ନୁହେଁ । ଜେଲ୍‌ ଯିବା ମୋ ପାଇଁ ସୁବର୍ଣ୍ଣ ସୁଯୋଗ ଥିଲା । ଅନେକ ଶିଖିଲି ବୋଲି ଅର୍ଚ୍ଚନା କହିଛନ୍ତି। ଆଇନ ଉପରେ ମୋର ଭରସା ଅଛି, ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ଅର୍ଚ୍ଚନା କହିଛନ୍ତି।

ଆହୁରି ପଢ଼ନ୍ତୁ: ସକ୍ରିୟ ହେବ ମୌସୁମୀ: ୪୮ ଘଣ୍ଟାରେ ସାରା ଓଡ଼ିଶାକୁ ଛୁଇଁବ

ସୂଚନାଯୋଗ୍ୟ ଯେ, ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବା ଅଭିଯୋଗ ହେବା ପରେ ସମଗ୍ର ରାଜ୍ୟରେ ଏହା ଚହଳ ପକାଇଥିଲା । ଏହି ମାମଲାରେ ଅର୍ଚ୍ଚନାଙ୍କ ସମେତ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ ତଥା ସହଯୋଗୀ ଖଗେଶ୍ୱର ଏବେ ଝାରପଡ଼ା ଜେଲ୍‌ରେ ଅଛନ୍ତି । ନିଜ ସମ୍ପତ୍ତିର ହିସାବ ଦେଇ ନ ପାରିବାରୁ ଅର୍ଚ୍ଚନା, ଜଗବନ୍ଧୁଙ୍କ ଆଲିସାନ ବଙ୍ଗଳା ସମେତ ଖଗେଶ୍ୱରଙ୍କ କୋଠାକୁ ବି ଜବତ କରିଥିଲା ଇଡି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଫୁଟିଲା ଗୁଳି: ବାଇକରେ ଆସି ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

12 Dec 2023 By The Sakala

ଜେଲ୍‌ ଯିବା ମୋ ପାଇଁ ସୁବର୍ଣ୍ଣ ସୁଯୋଗ ଥିଲା: ଅର୍ଚ୍ଚନା ନାଗ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍‌ ମାମଲା । ୧୪ ମାସ ପରେ ଭୁବନେଶ୍ବର ଝାରପଡ଼ା ଜେଲ୍‌ ରୁ ମୁକୁଳିଛନ୍ତି ଅର୍ଚ୍ଚନା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଛି ସର୍ତ୍ତ ମୂଳକ ଜାମିନ । ଅର୍ଚ୍ଚନା ଆଇନ ବିଭାଗର ଛାତ୍ରୀ ଅଟନ୍ତି। ଆଜି ତାଙ୍କର ଆଇନ ପରୀକ୍ଷା ଥିଲା।  ତେବେ ଜେଲରୁ ବାହାରିବା ପରେ କୋର୍ଟଙ୍କ ଦ୍ବାରସ୍ଥ ହେବି ବୋଲି କହିଛନ୍ତି ଅର୍ଚ୍ଚନା । ପୂର୍ବରୁ ସ୍ୱାମୀ ଜଗବନ୍ଧୁଙ୍କୁ ମିଳିଥିଲା ଜାମିନ । ଇଡି ଓ କମିଶନରେଟ ପୁଲିସ ଉଭୟଙ୍କ ବିରୋଧରେ କେସ କରିଥିଲା ।

ପରୀକ୍ଷା ଦେଇ ବାହାରିବା ପରେ  ଅର୍ଚ୍ଚନା କହିଥିଲେ ଯେ, ମୁଁ ସବୁ ସାମ୍ନା କରିବି, ମୁଣ୍ଡ ନୁଆଁଇବା ପିଲା ମୁଁ ନୁହେଁ । ଜେଲ୍‌ ଯିବା ମୋ ପାଇଁ ସୁବର୍ଣ୍ଣ ସୁଯୋଗ ଥିଲା । ଅନେକ ଶିଖିଲି ବୋଲି ଅର୍ଚ୍ଚନା କହିଛନ୍ତି। ଆଇନ ଉପରେ ମୋର ଭରସା ଅଛି, ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ଅର୍ଚ୍ଚନା କହିଛନ୍ତି।

ସୂଚନାଯୋଗ୍ୟ ଯେ, ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବା ଅଭିଯୋଗ ହେବା ପରେ ସମଗ୍ର ରାଜ୍ୟରେ ଏହା ଚହଳ ପକାଇଥିଲା । ଏହି ମାମଲାରେ ଅର୍ଚ୍ଚନାଙ୍କ ସମେତ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ ତଥା ସହଯୋଗୀ ଖଗେଶ୍ୱର ଏବେ ଝାରପଡ଼ା ଜେଲ୍‌ରେ ଅଛନ୍ତି । ନିଜ ସମ୍ପତ୍ତିର ହିସାବ ଦେଇ ନ ପାରିବାରୁ ଅର୍ଚ୍ଚନା, ଜଗବନ୍ଧୁଙ୍କ ଆଲିସାନ ବଙ୍ଗଳା ସମେତ ଖଗେଶ୍ୱରଙ୍କ କୋଠାକୁ ବି ଜବତ କରିଥିଲା ଇଡି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର