ବିଜେଡ଼ି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ କାଲି ବସିବ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

The Sakala Picture
Published On

ଭୁବନେଶ୍ବର: ଶୁକ୍ରବାର ବସିବ ବିଜେଡିର କାର୍ଯ୍ୟକାରିଣୀ ବୈଠକ । ଶଙ୍ଖ ଭବନରେ ଏହି ବୈଠକ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ । ପୂର୍ବାହ୍ନରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରତିଷ୍ଠା ଦିବସ ଉପରେ ଆଲୋଚନା ହେବ । ବିଧାୟକ, ସାଂସଦ, ବରିଷ୍ଠ ନେତାଙ୍କ ସହ ଯୁବ ନେତାମାନେ ଏହି ବୈଠକରେ ଯୋଗଦେବେ । ଆସନ୍ତା ୨୬ ତାରିଖରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହେବାକୁ ଯାଉଛି । ପ୍ରତିଷ୍ଠା ଦିବସରେ ବହୁ […]

ଭୁବନେଶ୍ବର: ଶୁକ୍ରବାର ବସିବ ବିଜେଡିର କାର୍ଯ୍ୟକାରିଣୀ ବୈଠକ । ଶଙ୍ଖ ଭବନରେ ଏହି ବୈଠକ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ । ପୂର୍ବାହ୍ନରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରତିଷ୍ଠା ଦିବସ ଉପରେ ଆଲୋଚନା ହେବ । ବିଧାୟକ, ସାଂସଦ, ବରିଷ୍ଠ ନେତାଙ୍କ ସହ ଯୁବ ନେତାମାନେ ଏହି ବୈଠକରେ ଯୋଗଦେବେ । ଆସନ୍ତା ୨୬ ତାରିଖରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହେବାକୁ ଯାଉଛି ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ପ୍ରତିଷ୍ଠା ଦିବସରେ ବହୁ ଜନହିତକର କାର୍ଯ୍ୟକ୍ରମମାନ ଆୟୋଜନ କରାଯିବ । ଜୀବନବିନ୍ଦୁ, ବୃକ୍ଷ ରୋପଣ, ଗଣଦୌଡ଼ ଭଳି ବହୁ କାର୍ଯ୍ୟକ୍ରମ ସବୁ ପଞ୍ଚାୟତଠାରୁ ଆରମ୍ଭ କରି ଜିଲ୍ଲାସ୍ତରରେ ଆରମ୍ଭ ହେବ । ଆଗାମି ଦିନରେ ବିଜୁ ଛାତ୍ର ଓ ଯୁବ ଜନତା ଦଳ ସଂଗଠନକୁ ସୁଦୃଢ଼ କରିବ । ମୁଁ ବି ହେବି ନବୀନ ଓଡ଼ିଶା ସାରଥୀ’ ଏହି କାର୍ଯ୍ୟକ୍ରମ ଜରିଆରେ ବହୁ ଯୁବକ ଓ ଛାତ୍ରମାନେ ସାମିଲ ହେବେ ।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

14 Dec 2023 By The Sakala

ବିଜେଡ଼ି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ କାଲି ବସିବ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ବର: ଶୁକ୍ରବାର ବସିବ ବିଜେଡିର କାର୍ଯ୍ୟକାରିଣୀ ବୈଠକ । ଶଙ୍ଖ ଭବନରେ ଏହି ବୈଠକ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ । ପୂର୍ବାହ୍ନରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରତିଷ୍ଠା ଦିବସ ଉପରେ ଆଲୋଚନା ହେବ । ବିଧାୟକ, ସାଂସଦ, ବରିଷ୍ଠ ନେତାଙ୍କ ସହ ଯୁବ ନେତାମାନେ ଏହି ବୈଠକରେ ଯୋଗଦେବେ । ଆସନ୍ତା ୨୬ ତାରିଖରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହେବାକୁ ଯାଉଛି ।

ପ୍ରତିଷ୍ଠା ଦିବସରେ ବହୁ ଜନହିତକର କାର୍ଯ୍ୟକ୍ରମମାନ ଆୟୋଜନ କରାଯିବ । ଜୀବନବିନ୍ଦୁ, ବୃକ୍ଷ ରୋପଣ, ଗଣଦୌଡ଼ ଭଳି ବହୁ କାର୍ଯ୍ୟକ୍ରମ ସବୁ ପଞ୍ଚାୟତଠାରୁ ଆରମ୍ଭ କରି ଜିଲ୍ଲାସ୍ତରରେ ଆରମ୍ଭ ହେବ । ଆଗାମି ଦିନରେ ବିଜୁ ଛାତ୍ର ଓ ଯୁବ ଜନତା ଦଳ ସଂଗଠନକୁ ସୁଦୃଢ଼ କରିବ । ମୁଁ ବି ହେବି ନବୀନ ଓଡ଼ିଶା ସାରଥୀ’ ଏହି କାର୍ଯ୍ୟକ୍ରମ ଜରିଆରେ ବହୁ ଯୁବକ ଓ ଛାତ୍ରମାନେ ସାମିଲ ହେବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର