ସକାଳୁ ସକାଳୁ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ

The Sakala Picture
Published On

ପୁରୀ: ସକାଳୁ ସକାଳୁ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପଟ ବୁଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ସେହିପରି ଶ୍ରୀ ମାର୍ଗ ପ୍ରକଳ୍ପର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିବା […]

ପୁରୀ: ସକାଳୁ ସକାଳୁ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପଟ ବୁଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ସେହିପରି ଶ୍ରୀ ମାର୍ଗ ପ୍ରକଳ୍ପର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିବା ବେଳେ, ନୂତନ କରି ଶ୍ରୀମନ୍ଦିର ନିକଟରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଉଥିବା ସେଡେଡ୍ ଚଲାପଥ ନିର୍ମାଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଥିଲେ ।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ମହାସମାରୋହରେ ଚାଲିଛି ଦ୍ୱିତୀୟ ବାଲିଯାତ୍ରା: ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବଣ୍ଟାଯାଉଛି ଟଙ୍କ ତୋରାଣି

ଶ୍ରୀମନ୍ଦିର କାର୍ଯ୍ୟାଳୟ ତଳେ କରାଯିବାକୁ ଥିବା ବିଶ୍ରାମସ୍ଥଳୀ ବୁଲି ଦେଖିବା ସହ କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି 5T ଅଧ୍ୟକ୍ଷ । ବଡ଼ଦାଣ୍ଡରେ ନିର୍ମାଣ ହେଉଥିବା ଶୀତ ତାପ ସେଡେଡ୍ ଚଲାପଥରେ ଭକ୍ତ ଓ ଶ୍ରଦ୍ଧାଳୁ ଆସିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ତଳେ କରାଯାଉଥିବା ବିଶ୍ରାମ ଗୃହରେ ଅବସ୍ଥାନ କରିବେ । ସେହିପରି ଶ୍ରୀମନ୍ଦିର ନିକଟରେ ଗତ ସପ୍ତାହରେ ଅଧିଗ୍ରହଣ ହୋଇଥିବା ନରେନ୍ଦ୍ର ମହଲା ଜମିରେ ଏକ ପାର୍କିଂ ନିର୍ମାଣ ସମ୍ପର୍କରେ ମଧ୍ୟ ବୁଲି ସମୀକ୍ଷା କରିଛନ୍ତି । ପୁରୀ ଜିଲ୍ଲାପାଳ, ଏସପି, ଉପ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ରହି 5T ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

16 Dec 2023 By The Sakala

ସକାଳୁ ସକାଳୁ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ

ପୁରୀ: ସକାଳୁ ସକାଳୁ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପଟ ବୁଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ସେହିପରି ଶ୍ରୀ ମାର୍ଗ ପ୍ରକଳ୍ପର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିବା ବେଳେ, ନୂତନ କରି ଶ୍ରୀମନ୍ଦିର ନିକଟରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଉଥିବା ସେଡେଡ୍ ଚଲାପଥ ନିର୍ମାଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଥିଲେ ।

ଶ୍ରୀମନ୍ଦିର କାର୍ଯ୍ୟାଳୟ ତଳେ କରାଯିବାକୁ ଥିବା ବିଶ୍ରାମସ୍ଥଳୀ ବୁଲି ଦେଖିବା ସହ କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି 5T ଅଧ୍ୟକ୍ଷ । ବଡ଼ଦାଣ୍ଡରେ ନିର୍ମାଣ ହେଉଥିବା ଶୀତ ତାପ ସେଡେଡ୍ ଚଲାପଥରେ ଭକ୍ତ ଓ ଶ୍ରଦ୍ଧାଳୁ ଆସିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ତଳେ କରାଯାଉଥିବା ବିଶ୍ରାମ ଗୃହରେ ଅବସ୍ଥାନ କରିବେ । ସେହିପରି ଶ୍ରୀମନ୍ଦିର ନିକଟରେ ଗତ ସପ୍ତାହରେ ଅଧିଗ୍ରହଣ ହୋଇଥିବା ନରେନ୍ଦ୍ର ମହଲା ଜମିରେ ଏକ ପାର୍କିଂ ନିର୍ମାଣ ସମ୍ପର୍କରେ ମଧ୍ୟ ବୁଲି ସମୀକ୍ଷା କରିଛନ୍ତି । ପୁରୀ ଜିଲ୍ଲାପାଳ, ଏସପି, ଉପ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ରହି 5T ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର