ଖୁବଶୀଘ୍ର ଭୁବନେଶ୍ୱର ଏମ୍ସରେ ସ୍ଥାପନ ହେବ ଦୁଇଟି ECMO ମେସିନ

The Sakala Picture
Published On

ଆଉ ECMO ଚିକିତ୍ସା ପାଇଁ ବାହାର ରାଜ୍ୟକୁ ଯିବାକୁ ପଡିବନି । ଓଡ଼ିଶା ଆସିବ ଏକମୋ ମେସିନ । କୋଭିଡ ସ୍ଥିତିରେ ଅନେକ ରୋଗୀ ଗୁରୁତର ହୋଇ ବାହାର ରାଜ୍ୟକୁ ଯାଉଥିବାବେଳେ ଭୁବନେଶ୍ୱର ଏମ୍ସକୁ ଆସିବ ଇକମୋ ମେସିନ୍ । ଭୁବନେଶ୍ୱର AIIMS ପକ୍ଷରୁ ECMO ମେସିନ ପରଚେଜ ଅର୍ଡର ଦିଆଯାଇଛି । ତେଣୁ ଆସନ୍ତା ଦିନରେ ଏହି ମେସିନ ଭୁବନେଶ୍ୱର ଏମସରେ ଉବଲବ୍ଧ ହୋଇପାରିବ ବୋଲି ସୂଚନା ମିଳିଛି । ପ୍ରଥମ ଇକ୍‌ମୋ ମେସିନ ଚଳିତମାସ […]

ଆଉ ECMO ଚିକିତ୍ସା ପାଇଁ ବାହାର ରାଜ୍ୟକୁ ଯିବାକୁ ପଡିବନି । ଓଡ଼ିଶା ଆସିବ ଏକମୋ ମେସିନ । କୋଭିଡ ସ୍ଥିତିରେ ଅନେକ ରୋଗୀ ଗୁରୁତର ହୋଇ ବାହାର ରାଜ୍ୟକୁ ଯାଉଥିବାବେଳେ ଭୁବନେଶ୍ୱର ଏମ୍ସକୁ ଆସିବ ଇକମୋ ମେସିନ୍ । ଭୁବନେଶ୍ୱର AIIMS ପକ୍ଷରୁ ECMO ମେସିନ ପରଚେଜ ଅର୍ଡର ଦିଆଯାଇଛି । ତେଣୁ ଆସନ୍ତା ଦିନରେ ଏହି ମେସିନ ଭୁବନେଶ୍ୱର ଏମସରେ ଉବଲବ୍ଧ ହୋଇପାରିବ ବୋଲି ସୂଚନା ମିଳିଛି । ପ୍ରଥମ ଇକ୍‌ମୋ ମେସିନ ଚଳିତମାସ ଶେଷ ସୁଦ୍ଧା ଲାଗିବ। ପରବର୍ତ୍ତୀ ସମୟରେ ଅନ୍ୟ ଇକ୍‌ମୋ ମେସିନଟି କାର୍ଯ୍ୟକ୍ଷମ ହେବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍‌ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ଏମ୍ସ ଭୁବନେଶ୍ବରରେ ବର୍ତ୍ତମାନ କିଛି ଅଧ୍ୟାପକ ECMO ମେସିନ୍ ପରିଚାଳନା ପାଇଁ ତାଲିମପ୍ରାପ୍ତ ଅଛନ୍ତି ଏବଂ ସମାନ କାର୍ଯ୍ୟ କରିବା ପାଇଁ ଅନୁଷ୍ଠାନ ଅଧିକ ଟେକ୍‌ସିଆନ ନିଯୁକ୍ତି ଲାଗି ପ୍ରକ୍ରିୟା ଆରମ୍ଭ କରିଛି । କୋଭିଡ ସଂକ୍ରମିତ ହେବା ପରେ ଗୁରୁତର ରୋଗୀଙ୍କ ପାଇଁ ଆବଶ୍ୟକ ରହୁଛି ଏହି ମେସିନ । ଯଦ୍ୱାରା ରୋଗୀ ଲାଇଫ୍ ସପୋର୍ଟରେ ରହିବା ଆବଶ୍ୟକ ପଡୁଛି । ଏପରି ସ୍ଥିତିକୁ ନଜରରେ ରଖି ଭୁବନେଶ୍ୱର ଏମସ ପକ୍ଷରୁ କିଣାଯିବ ECMO ମେସିନ । ଅନ୍ୟ ICUରୋଗୀଙ୍କ ପାଇଁ ବ୍ୟବହାର ହେବ ECMO ମେସିନ ।

ଆହୁରି ପଢ଼ନ୍ତୁ: ଅଳ୍ପକେ ବର୍ତ୍ତିଲା ବଡ ଦୁର୍ଘଟଣା: ଭୁବନେଶ୍ୱର ଷ୍ଟେସନ ନିକଟରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ଦୁଇଟି ଟ୍ରେନ୍‌

10 Jun 2021 By The Sakala

ଖୁବଶୀଘ୍ର ଭୁବନେଶ୍ୱର ଏମ୍ସରେ ସ୍ଥାପନ ହେବ ଦୁଇଟି ECMO ମେସିନ

ଆଉ ECMO ଚିକିତ୍ସା ପାଇଁ ବାହାର ରାଜ୍ୟକୁ ଯିବାକୁ ପଡିବନି । ଓଡ଼ିଶା ଆସିବ ଏକମୋ ମେସିନ । କୋଭିଡ ସ୍ଥିତିରେ ଅନେକ ରୋଗୀ ଗୁରୁତର ହୋଇ ବାହାର ରାଜ୍ୟକୁ ଯାଉଥିବାବେଳେ ଭୁବନେଶ୍ୱର ଏମ୍ସକୁ ଆସିବ ଇକମୋ ମେସିନ୍ । ଭୁବନେଶ୍ୱର AIIMS ପକ୍ଷରୁ ECMO ମେସିନ ପରଚେଜ ଅର୍ଡର ଦିଆଯାଇଛି । ତେଣୁ ଆସନ୍ତା ଦିନରେ ଏହି ମେସିନ ଭୁବନେଶ୍ୱର ଏମସରେ ଉବଲବ୍ଧ ହୋଇପାରିବ ବୋଲି ସୂଚନା ମିଳିଛି । ପ୍ରଥମ ଇକ୍‌ମୋ ମେସିନ ଚଳିତମାସ ଶେଷ ସୁଦ୍ଧା ଲାଗିବ। ପରବର୍ତ୍ତୀ ସମୟରେ ଅନ୍ୟ ଇକ୍‌ମୋ ମେସିନଟି କାର୍ଯ୍ୟକ୍ଷମ ହେବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍‌ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି।

ଏମ୍ସ ଭୁବନେଶ୍ବରରେ ବର୍ତ୍ତମାନ କିଛି ଅଧ୍ୟାପକ ECMO ମେସିନ୍ ପରିଚାଳନା ପାଇଁ ତାଲିମପ୍ରାପ୍ତ ଅଛନ୍ତି ଏବଂ ସମାନ କାର୍ଯ୍ୟ କରିବା ପାଇଁ ଅନୁଷ୍ଠାନ ଅଧିକ ଟେକ୍‌ସିଆନ ନିଯୁକ୍ତି ଲାଗି ପ୍ରକ୍ରିୟା ଆରମ୍ଭ କରିଛି । କୋଭିଡ ସଂକ୍ରମିତ ହେବା ପରେ ଗୁରୁତର ରୋଗୀଙ୍କ ପାଇଁ ଆବଶ୍ୟକ ରହୁଛି ଏହି ମେସିନ । ଯଦ୍ୱାରା ରୋଗୀ ଲାଇଫ୍ ସପୋର୍ଟରେ ରହିବା ଆବଶ୍ୟକ ପଡୁଛି । ଏପରି ସ୍ଥିତିକୁ ନଜରରେ ରଖି ଭୁବନେଶ୍ୱର ଏମସ ପକ୍ଷରୁ କିଣାଯିବ ECMO ମେସିନ । ଅନ୍ୟ ICUରୋଗୀଙ୍କ ପାଇଁ ବ୍ୟବହାର ହେବ ECMO ମେସିନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର