ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ଲାଗିଲା ରୋକ୍, ଜାରି ରଖିପାରିବେ ଗଠନ ପ୍ରକ୍ରିୟା: ହାଇକୋର୍ଟ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ରୋକ୍ ଲାଗିଛି। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ରୋକ୍ ଲଗାଇଛନ୍ତି । ତେବେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପ୍ରକ୍ରିୟା ଜାରି ରଖିପାରିବେ। ହାଇକୋର୍ଟଙ୍କ ଚୂଡ଼ାନ୍ତ ରାୟ ପରେ ହିଁ ରାଜ୍ୟ ସରକାର ନୂଆ ଜିଲ୍ଲା ଘୋଷଣା କରିପାରିବେ । ହାଇକୋର୍ଟଙ୍କ ଶୀତକାଳୀନ ଛୁଟି ପରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ରାଇରଙ୍ଗପୁରକୁ ନୂଆ ଜିଲ୍ଲା ଘୋଷଣା ଦାବି କରି ରୁଜୁ ହୋଇଥିବା […]

ଭୁବନେଶ୍ବର: ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ରୋକ୍ ଲାଗିଛି। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ରୋକ୍ ଲଗାଇଛନ୍ତି । ତେବେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପ୍ରକ୍ରିୟା ଜାରି ରଖିପାରିବେ। ହାଇକୋର୍ଟଙ୍କ ଚୂଡ଼ାନ୍ତ ରାୟ ପରେ ହିଁ ରାଜ୍ୟ ସରକାର ନୂଆ ଜିଲ୍ଲା ଘୋଷଣା କରିପାରିବେ । ହାଇକୋର୍ଟଙ୍କ ଶୀତକାଳୀନ ଛୁଟି ପରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

ରାଇରଙ୍ଗପୁରକୁ ନୂଆ ଜିଲ୍ଲା ଘୋଷଣା ଦାବି କରି ରୁଜୁ ହୋଇଥିବା ଏକ ଜନସ୍ବାର୍ଥ ମାମଲାରୁ ଶୁଣାଣି କରି ହାଇକୋର୍ଟ ଏହା କହିଛନ୍ତି । ରାଇରଙ୍ଗପୁର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ଆବାହକ ଅକ୍ଷୟ କୁମାର ମହାନ୍ତି ଏହି ମାମଲା ରୁଜୁ କରିଥିଲେ। ରାଇରଙ୍ଗପୁର ଏବଂ କରଞ୍ଜିଆ ସବ୍‌-ଡିଭିଜିନକୁ ନେଇ ରାଇରଙ୍ଗପୁର ଜିଲ୍ଲା ଘୋଷଣା କରିବାକୁ ଆବେଦନକାରୀ ଦାବି କରିଥିଲେ ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅପାରଗତା ଯୋଗୁଁ ସଂକଟରେ ସ୍କୁଲ ଶିକ୍ଷା : ବିଜେଡି

22 Dec 2023 By The Sakala

ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ଲାଗିଲା ରୋକ୍, ଜାରି ରଖିପାରିବେ ଗଠନ ପ୍ରକ୍ରିୟା: ହାଇକୋର୍ଟ

ଭୁବନେଶ୍ବର: ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ରୋକ୍ ଲାଗିଛି। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ରୋକ୍ ଲଗାଇଛନ୍ତି । ତେବେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପ୍ରକ୍ରିୟା ଜାରି ରଖିପାରିବେ। ହାଇକୋର୍ଟଙ୍କ ଚୂଡ଼ାନ୍ତ ରାୟ ପରେ ହିଁ ରାଜ୍ୟ ସରକାର ନୂଆ ଜିଲ୍ଲା ଘୋଷଣା କରିପାରିବେ । ହାଇକୋର୍ଟଙ୍କ ଶୀତକାଳୀନ ଛୁଟି ପରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

ରାଇରଙ୍ଗପୁରକୁ ନୂଆ ଜିଲ୍ଲା ଘୋଷଣା ଦାବି କରି ରୁଜୁ ହୋଇଥିବା ଏକ ଜନସ୍ବାର୍ଥ ମାମଲାରୁ ଶୁଣାଣି କରି ହାଇକୋର୍ଟ ଏହା କହିଛନ୍ତି । ରାଇରଙ୍ଗପୁର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ଆବାହକ ଅକ୍ଷୟ କୁମାର ମହାନ୍ତି ଏହି ମାମଲା ରୁଜୁ କରିଥିଲେ। ରାଇରଙ୍ଗପୁର ଏବଂ କରଞ୍ଜିଆ ସବ୍‌-ଡିଭିଜିନକୁ ନେଇ ରାଇରଙ୍ଗପୁର ଜିଲ୍ଲା ଘୋଷଣା କରିବାକୁ ଆବେଦନକାରୀ ଦାବି କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର