ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୫୨୩୫ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୫୭ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨୭୮ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୨୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୨୬ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୫୭ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨୭୮ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୨୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୨୬ ସଂକ୍ରମିତ । ସେହିଭଳି କଟକରୁ ୫୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଅନୁଗୁଳରୁ ୨୭୭, ବାଲେଶ୍ୱରରୁ ୩୨୦, ବରଗଡ଼ ୧୧୮, ଭଦ୍ରକ ୨୧୭, ବଲାଙ୍ଗୀର ୪୧ , ବୌଦ୍ଧ ୮୩, କଟକ ୫୩୧, ଦେବଗଡ଼ ୧୪, ଢେଙ୍କାନାଳ ୧୩୭, ଗଜପତି ୨୩, ଗଞ୍ଜାମ ୭୭, ଜଗତସିଂହପୁର ୧୪୮, ଯାଜପୁର ୩୯୪, ଝାରସୁଗୁଡ଼ା ୨୭, କଳାହାଣ୍ଡି ୪୮ , କନ୍ଧମାଳ ୩୭, କେନ୍ଦ୍ରାପଡ଼ା ୨୩୭, କେନ୍ଦୁଝର ୧୧୫, କୋରାପୁଟ ୧୨୭, ମାଲକାନଗିରି ୫୮ , ମୟୂରଭଞ୍ଜ ୨୮୫, ନବରଙ୍ଗପୁର ୧୮୬, ନୟାଗଡ଼ ୧୩୨, ନୂଆପଡ଼ା ୧୩, ପୁରୀ ୨୩୪, ରାୟଗଡ଼ା ୧୨୯, ସମ୍ୱଲପୁର ୬୬, ସୋନପୁର ୩୪, ସୁନ୍ଦରଗଡ଼ ୨୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

11 Jun 2021 By The Sakala

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୫୨୩୫ ପଜିଟିଭ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୫୭ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨୭୮ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୨୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୨୬ ସଂକ୍ରମିତ । ସେହିଭଳି କଟକରୁ ୫୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୨୭୭, ବାଲେଶ୍ୱରରୁ ୩୨୦, ବରଗଡ଼ ୧୧୮, ଭଦ୍ରକ ୨୧୭, ବଲାଙ୍ଗୀର ୪୧ , ବୌଦ୍ଧ ୮୩, କଟକ ୫୩୧, ଦେବଗଡ଼ ୧୪, ଢେଙ୍କାନାଳ ୧୩୭, ଗଜପତି ୨୩, ଗଞ୍ଜାମ ୭୭, ଜଗତସିଂହପୁର ୧୪୮, ଯାଜପୁର ୩୯୪, ଝାରସୁଗୁଡ଼ା ୨୭, କଳାହାଣ୍ଡି ୪୮ , କନ୍ଧମାଳ ୩୭, କେନ୍ଦ୍ରାପଡ଼ା ୨୩୭, କେନ୍ଦୁଝର ୧୧୫, କୋରାପୁଟ ୧୨୭, ମାଲକାନଗିରି ୫୮ , ମୟୂରଭଞ୍ଜ ୨୮୫, ନବରଙ୍ଗପୁର ୧୮୬, ନୟାଗଡ଼ ୧୩୨, ନୂଆପଡ଼ା ୧୩, ପୁରୀ ୨୩୪, ରାୟଗଡ଼ା ୧୨୯, ସମ୍ୱଲପୁର ୬୬, ସୋନପୁର ୩୪, ସୁନ୍ଦରଗଡ଼ ୨୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

https://www.thesakala.in/latest-odisha-news/another-5235-positives-were-detected-in-the-last-24-hours/article-2859
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର